2 Chronicles 35:25 — Compare Translations
5 translations compared side by side
Odia - 1840
"ଯିରିମିୟ ଯୋଶିୟଯଙ୍କ ନିମନ୍ତେ ସମାଧିକାଳୀନ କତେୋଟି ଗୀତ ଲେଖିଲେ ଓ ତାହାକୁ ଗାନ କଲେ। ଆଜି ପର୍ୟ୍ଯନ୍ତ ପୁରୁଷ ଓ ସ୍ତ୍ରୀ ଗାଯକ ଗାଯିକାମାନେ ସହେି ବିଷାଦପୂର୍ଣ୍ଣ ସଙ୍ଗୀତଗାନ କରିଥାଆନ୍ତି। ଇଶ୍ରାୟେଲର ଲୋକମାନେ ଏହିପ୍ରକାର ସବୁବେଳେ କଲେ। ସମାନେେ ଯୋଶିୟଙ୍କ ନିମନ୍ତେ ଏକ ବିଷାଦପୂର୍ଣ୍ଣ ସଙ୍ଗୀତ ଗାନ କଲେ। ସହେି ଗୀତଗୁଡ଼ିକ ସମାଧିକାଳୀନ ସଙ୍ଗୀତ ପୁସ୍ତକରେ ଲଖାୟୋଇଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯିରିମୀୟ ଯୋଶୀୟଙ୍କ ଲାଗି ବିଳାପ କଲେ; ଆଉ ଗାୟକ ଓ ଗାୟିକା ସମସ୍ତେ ଆପଣା ଆପଣା ବିଳାପରେ ଯୋଶୀୟଙ୍କ ବିଷୟ ଆଜି ପର୍ଯ୍ୟନ୍ତ ଉଲ୍ଲେଖ କରନ୍ତି; ଲୋକମାନେ ଇସ୍ରାଏଲ ମଧ୍ୟରେ ଏହା ଏକ ପାଳନୀୟ ବିଧି କଲେ; ଆଉ ଦେଖ, ତାହା ବିଳାପ-ସଂହିତାରେ ଲିଖିତ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯିରିମିୟ ଯୋଶିୟଙ୍କ ନିମନ୍ତେ ସମାଧିକାଳୀନ କେତୋଟି ଗୀତ ଲେଖିଲେ ଓ ତାହାକୁ ଗାନ କଲେ। ଆଜି ପର୍ଯ୍ୟନ୍ତ ପୁରୁଷ ଓ ସ୍ତ୍ରୀ ଗାୟକ ଗାୟିକାମାନେ ସେହି ବିଷାଦପୂର୍ଣ୍ଣ ସଙ୍ଗୀତ ଗାନ କରିଥା’ନ୍ତି। ଇସ୍ରାଏଲର ଲୋକମାନେ ଏହି ପ୍ରକାର ସବୁବେଳେ କଲେ। ସେମାନେ ଯୋଶିୟଙ୍କ ନିମନ୍ତେ ଏକ ବିଷାଦପୂର୍ଣ୍ଣ ସଙ୍ଗୀତ ଗାନ କଲେ। ସେହି ଗୀତଗୁଡ଼ିକ ସମାଧିକାଳୀନ ସଙ୍ଗୀତ ପୁସ୍ତକରେ ଲେଖାଯାଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିରିମୀୟ ଯୋଶୀୟଙ୍କ ଲାଗି ବିଳାପ କଲେ; ଆଉ ଗାୟକ ଓ ଗାୟିକା ସମସ୍ତେ ଆପଣା ଆପଣା ବିଳାପରେ ଯୋଶୀୟଙ୍କ ବିଷୟ ଆଜି ପର୍ଯ୍ୟନ୍ତ ଉଲ୍ଲେଖ କରନ୍ତି; ଲୋକମାନେ ଇସ୍ରାଏଲ ମଧ୍ୟରେ ଏହା ଏକ ପାଳନୀୟ ବିଧି କଲେ; ଆଉ ଦେଖ, ତାହା ବିଳାପ-ସଂହିତାରେ ଲିଖିତ ଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିରିମୀୟ ଯୋଶୀୟଙ୍କ ଲାଗି ବିଳାପ କଲେ; ଆଉ ଗାୟକ ଓ ଗାୟିକା ସମସ୍ତେ ଆପଣା ଆପଣା ବିଳାପରେ ଯୋଶୀୟଙ୍କ ବିଷୟ ଆଜି ପର୍ଯ୍ୟନ୍ତ ଉଲ୍ଲେଖ କରନ୍ତି; ଲୋକମାନେ ଇସ୍ରାଏଲ ମଧ୍ୟରେ ଏହା ଏକ ପାଳନୀୟ ବିଧି କଲେ; ଆଉ ଦେଖ, ତାହା ବିଳାପ-ସଂହିତାରେ ଲିଖିତ ଅଛି।