2 Chronicles 35:26 — Compare Translations

5 translations compared side by side

Odia - 1840
"ଯୋଶିୟ ରାଜା ଥିବା ସମୟରେ ଅନ୍ୟ ଯେଉଁ ସମସ୍ତ କର୍ମ କରିଥିଲେ, ତାଙ୍କ ରାଜତ୍ବର ଆରମ୍ଭରୁ ଶଷେ ପର୍ୟ୍ଯନ୍ତ ଇଶ୍ରାୟେଲ ଓ ଯିହୁଦାର ରାଜାମାନଙ୍କର ପୁସ୍ତକରେ ଲଖାୟୋଇଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଯୋଶୀୟଙ୍କର ଅବଶିଷ୍ଟ ବୃତ୍ତା; ଓ ସଦାପ୍ରଭୁଙ୍କ ବ୍ୟବସ୍ଥାର ଲିଖନାନୁଯାୟୀ ତାଙ୍କର ସୁକର୍ମ
Odia Bible ERV 2004 (ପବିତ୍ର ବାଇବଲ)
ଯୋଶିୟ ରାଜା ଥିବା ସମୟରେ ଅନ୍ୟ ଯେଉଁ ସମସ୍ତ କର୍ମ କରିଥିଲେ, ତାଙ୍କ ରାଜତ୍ୱର ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଇସ୍ରାଏଲ ଓ ଯିହୁଦାର ରାଜାମାନଙ୍କର ପୁସ୍ତକରେ ଲେଖାଯାଇଅଛି। ଏହି ପୁସ୍ତକ ଆମ୍ଭମାନଙ୍କୁ ସଦାପ୍ରଭୁଙ୍କ ପ୍ରତି ତାଙ୍କର ଆନୁଗତ୍ୟ ଓ ସେ କିପରି ସଦାପ୍ରଭୁଙ୍କ ନିୟମକୁ ମାନିଥିଲେ, ତାହା କହେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଯୋଶୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସଦାପ୍ରଭୁଙ୍କ ବ୍ୟବସ୍ଥାର ଲିଖନାନୁଯାୟୀ ତାଙ୍କର ସୁକର୍ମ
Odia IRV 2017 (ଓଡିଆ ବାଇବେଲ)
ଏହି ଯୋଶୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସଦାପ୍ରଭୁଙ୍କ ବ୍ୟବସ୍ଥାର ଲିଖନାନୁଯାୟୀ ତାଙ୍କର ସୁକର୍ମ