2 Chronicles 35:27 — Compare Translations
4 translations compared side by side
Odia - 1840
"ଏହି ପୁସ୍ତକ ଆମ୍ଭମାନଙ୍କୁ ସଦାପ୍ରଭୁଙ୍କ ପ୍ରତି ତାଙ୍କର ଆନୁଗତ୍ଯ ଓ ସେ କିପରି ସଦାପ୍ରଭୁଙ୍କ ନିଯମକୁ ମାନିଥିଲେ, ତାହା କ ହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ତାଙ୍କର ଆଦ୍ୟ; କ୍ରିୟାସକଳ, ଦେଖ, ଇସ୍ରାଏଲ ଓ ଯିହୁଦା-ରାଜାଗଣର ଇତିହାସ-ପୁସ୍ତକରେ ଲିଖିତ ଅଛି ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ତାଙ୍କର ଆଦ୍ୟନ୍ତ କ୍ରିୟାସକଳ, ଦେଖ, ଇସ୍ରାଏଲ ଓ ଯିହୁଦା-ରାଜାଗଣର ଇତିହାସ ପୁସ୍ତକରେ ଲିଖିତ ଅଛି।
Odia IRV 2017 (ଓଡିଆ ବାଇବେଲ)
ଓ ତାଙ୍କର ଆଦ୍ୟନ୍ତ କ୍ରିୟାସକଳ, ଦେଖ, ଇସ୍ରାଏଲ ଓ ଯିହୁଦା-ରାଜାଗଣର ଇତିହାସ-ପୁସ୍ତକରେ ଲିଖିତ ଅଛି।