2 Chronicles 35:4 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କର ପରିବାର ଅନୁୟାଯୀ ମନ୍ଦିରର ସବୋକାର୍ୟ୍ଯ ନିମନ୍ତେ ନିଜକୁ ପ୍ରସ୍ତୁତ କର। ରାଜା ଦାଉଦ ଓ ତାଙ୍କର ପୁତ୍ର ରାଜା ଶ ଲୋମନ ତୁମ୍ଭମାନଙ୍କୁ ଯେଉଁ କାର୍ୟ୍ଯସବୁ କରିବାକୁ ଦଇେଛନ୍ତି, ତାହା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଇସ୍ରାଏଲର ରାଜା ଦାଉଦଙ୍କର ଲିଖନାନୁସାରେ ଓ ତାଙ୍କର ପୁତ୍ର ଶଲୋମନଙ୍କର ଲିଖନାନୁସାରେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ପାଳି ଅନୁକ୍ରମେ ଆପଣାମାନଙ୍କୁ ପ୍ରସ୍ତୁତ କର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ପରିବାର ଅନୁଯାୟୀ ମନ୍ଦିରର ସେବାକାର୍ଯ୍ୟ ନିମନ୍ତେ ନିଜକୁ ପ୍ରସ୍ତୁତ କର। ରାଜା ଦାଉଦ ଓ ତାଙ୍କର ପୁତ୍ର ରାଜା ଶଲୋମନ ତୁମ୍ଭମାନଙ୍କୁ ଯେଉଁ କାର୍ଯ୍ୟସବୁ କରିବାକୁ ଦେଇଛନ୍ତି, ତାହା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇସ୍ରାଏଲର ରାଜା ଦାଉଦଙ୍କର ଲିଖନାନୁସାରେ ଓ ତାଙ୍କର ପୁତ୍ର ଶଲୋମନଙ୍କର ଲିଖନାନୁସାରେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ପାଳି ଅନୁକ୍ରମେ ଆପଣାମାନଙ୍କୁ ପ୍ରସ୍ତୁତ କର।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇସ୍ରାଏଲର ରାଜା ଦାଉଦଙ୍କର ଲିଖନାନୁସାରେ ଓ ତାଙ୍କର ପୁତ୍ର ଶଲୋମନଙ୍କର ଲିଖନାନୁସାରେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ପାଳି ଅନୁକ୍ରମେ ଆପଣାମାନଙ୍କୁ ପ୍ରସ୍ତୁତ କର।