2 Chronicles 35:5 — Compare Translations

5 translations compared side by side

Odia - 1840
"ଲବେୀୟମାନଙ୍କର ଏକଦଳ ସହ ପବିତ୍ର ସ୍ଥାନ ରେ ଛିଡ଼ା ହୁଅ। ପ୍ରେତ୍ୟକକ ଭିନ୍ନ ଭିନ୍ନ ବଂଶ ନିମନ୍ତେ ଏହିପରି କର। ତବେେ ତୁମ୍ଭମାନେେ ସମାନଙ୍କେୁ ସାହାୟ୍ଯ କରିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଲୋକମାନଙ୍କ ସନ୍ତାନଗଣର, ଅର୍ଥାତ୍, ତୁମ୍ଭମାନଙ୍କ ଭ୍ରାତୃଗଣର ପିତୃବଂଶୀୟ ବିଭାଗାନୁସାରେ ପବିତ୍ର ସ୍ଥାନରେ ଠିଆ ହୁଅ ଓ ଲେବୀୟ-ମାନଙ୍କର ପ୍ରତ୍ୟେକ ପିତୃବଂଶ ପାଇଁ ଏକ ଏକ ଅଂଶ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀୟମାନଙ୍କର ଏକଦଳ ସହ ପବିତ୍ର ସ୍ଥାନରେ ଛିଡ଼ା ହୁଅ। ପ୍ରତ୍ୟେକ ଭିନ୍ନ ଭିନ୍ନ ବଂଶ ନିମନ୍ତେ ଏହିପରି କର। ତେବେ ତୁମ୍ଭେମାନେ ସେମାନଙ୍କୁ ସାହାଯ୍ୟ କରି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଲୋକମାନଙ୍କ ସନ୍ତାନଗଣର, ଅର୍ଥାତ୍‍, ତୁମ୍ଭମାନଙ୍କ ଭ୍ରାତୃଗଣର ପିତୃବଂଶୀୟ ବିଭାଗାନୁସାରେ ପବିତ୍ର ସ୍ଥାନରେ ଠିଆ ହୁଅ ଓ ଲେବୀୟମାନଙ୍କର ପ୍ରତ୍ୟେକ ପିତୃବଂଶ ପାଇଁ ଏକ ଏକ ଅଂଶ ହେଉ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଲୋକମାନଙ୍କ ସନ୍ତାନଗଣର, ଅର୍ଥାତ୍‍, ତୁମ୍ଭମାନଙ୍କ ଭ୍ରାତୃଗଣର ପିତୃବଂଶୀୟ ବିଭାଗାନୁସାରେ ପବିତ୍ର ସ୍ଥାନରେ ଠିଆ ହୁଅ ଓ ଲେବୀୟମାନଙ୍କର ପ୍ରତ୍ୟେକ ପିତୃବଂଶ ପାଇଁ ଏକ ଏକ ଅଂଶ ହେଉ।