2 Chronicles 35:6 — Compare Translations
5 translations compared side by side
Odia - 1840
"ନିସ୍ତାରପର୍ବର ମଷେଶାବକଗୁଡ଼ିକୁ ହତ୍ଯା କର, ସଦାପ୍ରଭୁଙ୍କ ନିମନ୍ତେ ନିଜକୁ ପବିତ୍ର କର। ତୁମ୍ଭମାନଙ୍କର ଭ୍ରାତାଗଣ, ଇଶ୍ରାୟେଲ ଲୋକମାନଙ୍କ ନିମନ୍ତେ ସହେି ମଷେଶାବକଗୁଡ଼ିକୁ ପ୍ରସ୍ତୁତ କର, ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁସବୁ ବିଷଯ କରିବାକୁ ଆଦେଶ ଦଇେଛନ୍ତି। ସଦାପ୍ରଭୁ ଆମ୍ଭମାନଙ୍କୁ ଏହି ଆଦେଶସବୁ ମାଶାଙ୍କେ ମାଧ୍ଯମ ରେ ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ନିସ୍ତାର ପର୍ବର ବଳି ବଧ କର ଓ ଆପଣାମାନଙ୍କୁ ପବିତ୍ର କର ଓ ମୋଶାଙ୍କ ହସ୍ତରେ (ଦତ୍ତ) ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ କର୍ମ କରିବା ନିମନ୍ତେ ଆପଣାମାନଙ୍କ ଭ୍ରାତୃଗଣ ପାଇଁ ପ୍ରସ୍ତୁତ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ନିସ୍ତାରପର୍ବର ମେଷଶାବକଗୁଡ଼ିକୁ ହତ୍ୟା କର, ସଦାପ୍ରଭୁଙ୍କ ନିମନ୍ତେ ନିଜକୁ ପବିତ୍ର କର। ତୁମ୍ଭମାନଙ୍କର ଭ୍ରାତାଗଣ, ଇସ୍ରାଏଲ ଲୋକମାନଙ୍କ ନିମନ୍ତେ ସେହି ମେଷଶାବକଗୁଡ଼ିକୁ ପ୍ରସ୍ତୁତ କର, ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁସବୁ ବିଷୟ କରିବାକୁ ଆଦେଶ ଦେଇଛନ୍ତି। ସଦାପ୍ରଭୁ ଆମ୍ଭମାନଙ୍କୁ ଏହି ଆଦେଶସବୁ ମୋଶାଙ୍କ ମାଧ୍ୟମରେ ଦେଇଥିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ନିସ୍ତାର ପର୍ବର ବଳି ବଧ କର ଓ ଆପଣାମାନଙ୍କୁ ପବିତ୍ର କର ଓ ମୋଶାଙ୍କ ହସ୍ତରେ (ଦତ୍ତ) ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ କର୍ମ କରିବା ନିମନ୍ତେ ଆପଣାମାନଙ୍କ ଭ୍ରାତୃଗଣ ପାଇଁ ପ୍ରସ୍ତୁତ ହୁଅ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ନିସ୍ତାର ପର୍ବର ବଳି ବଧ କର ଓ ଆପଣାମାନଙ୍କୁ ପବିତ୍ର କର ଓ ମୋଶାଙ୍କ ହସ୍ତରେ (ଦତ୍ତ) ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ କର୍ମ କରିବା ନିମନ୍ତେ ଆପଣାମାନଙ୍କ ଭ୍ରାତୃଗଣ ପାଇଁ ପ୍ରସ୍ତୁତ ହୁଅ।”