2 Chronicles 35:7 — Compare Translations

5 translations compared side by side

Odia - 1840
"ଯୋଶିୟ ଇଶ୍ରାୟେଲର ଲୋକମାନଙ୍କୁ 30,000 ମଷେ ଓ ଛାଗ ନିସ୍ତାରପର୍ବ ବଳି ନିମନ୍ତେ ହତ୍ଯା କରିବାକୁ ଦେଲେ। ସେ ଆହୁରି ମଧ୍ଯ ଲୋକମାନଙ୍କୁ 3,000 ପଶୁପଲ ଦେଲେ। ଏହି ସମସ୍ତ ପଶୁ ରାଜା ଯୋଶିୟଙ୍କ ନିଜସ୍ବ ପଶୁପଲର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯୋଶୀୟ ଲୋକମାନଙ୍କ ସନ୍ତାନଗଣର ଉପସ୍ଥିତ ସମସ୍ତଙ୍କୁ କେବଳ ନିସ୍ତାର ପର୍ବର ବଳି ନିମନ୍ତେ ପଲ ମଧ୍ୟରୁ ତିରିଶ ହଜାର ପର୍ଯ୍ୟନ୍ତ ମେଷଶାବକ ଓ ଛାଗବତ୍ସ ଓ ତିନି ହଜାର ବୃଷ ଦେଲେ; ଏହିସବୁ ରାଜସମ୍ପତ୍ତିରୁ ଦିଆଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଶିୟ ଇସ୍ରାଏଲର ଲୋକମାନଙ୍କୁ 30,000 ମେଷ ଓ ଛାଗ ନିସ୍ତାରପର୍ବ ବଳି ନିମନ୍ତେ ହତ୍ୟା କରିବାକୁ ଦେଲେ। ସେ ଆହୁରି ମଧ୍ୟ ଲୋକମାନଙ୍କୁ 3000 ପଶୁପଲ ଦେଲେ। ଏହି ସମସ୍ତ ପଶୁ ରାଜା ଯୋଶିୟଙ୍କ ନିଜସ୍ୱ ପଶୁପଲର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯୋଶୀୟ ଲୋକମାନଙ୍କ ସନ୍ତାନଗଣର ଉପସ୍ଥିତ ସମସ୍ତଙ୍କୁ କେବଳ ନିସ୍ତାର ପର୍ବର ବଳି ନିମନ୍ତେ ପଲ ମଧ୍ୟରୁ ତିରିଶ ହଜାର ପର୍ଯ୍ୟନ୍ତ ମେଷଶାବକ ଓ ଛାଗବତ୍ସ ଓ ତିନି ହଜାର ବୃଷ ଦେଲେ; ଏହିସବୁ ରାଜସମ୍ପତ୍ତିରୁ ଦିଆଗଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯୋଶୀୟ ଲୋକମାନଙ୍କ ସନ୍ତାନଗଣର ଉପସ୍ଥିତ ସମସ୍ତଙ୍କୁ କେବଳ ନିସ୍ତାର ପର୍ବର ବଳି ନିମନ୍ତେ ପଲ ମଧ୍ୟରୁ ତିରିଶ ହଜାର ପର୍ଯ୍ୟନ୍ତ ମେଷଶାବକ ଓ ଛାଗବତ୍ସ ଓ ତିନି ହଜାର ବୃଷ ଦେଲେ; ଏହିସବୁ ରାଜସମ୍ପତ୍ତିରୁ ଦିଆଗଲା।