2 Chronicles 35:8 — Compare Translations
5 translations compared side by side
Odia - 1840
"ଯୋଶିୟଯଙ୍କ ପଦାଧିକାରୀମାନେ ଲୋକମାନଙ୍କୁ, ଯାଜକମାନଙ୍କୁ ଓ ଲବେୀୟମାନଙ୍କୁ ନିସ୍ତାରପର୍ବ ରେ ବ୍ଯବହାର କରିବା ନିମନ୍ତେ ସ୍ବେଚ୍ଛାକୃତ ଉପହାର ଦେଲେ। ପ୍ରଧାନ ଯାଜକ ହିଲ୍କିଯ, ଜିଖରିଯ ଓ ୟିହୀଯଲେ ଏହି ପଦାଧିକାରୀମାନେ ସଦାପ୍ରଭୁଙ୍କ ମନ୍ଦିର ଦାଯିତ୍ବ ରେ ଥିଲେ। ସମାନେେ ଯାଜକମାନଙ୍କୁ 2,600 ମଷେଶାଳକ ଓ ଛାଗ ଓ 300 ବଳଦ ନିସ୍ତାରପର୍ବର ବଳି ନିମନ୍ତେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାଙ୍କର ଅଧିପତିମାନେ ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ ଲୋକମାନଙ୍କୁ, ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଦାନ କଲେ । ହିଲ୍କୀୟ ଓ ଜିଖରୀୟ ଓ ଯିହୀୟେଲ, ପରମେଶ୍ଵରଙ୍କ ଗୃହର ଏହି ଅଧ୍ୟକ୍ଷମାନେ ନିସ୍ତାର ପର୍ବର ବଳି ନିମନ୍ତେ ଯାଜକମାନଙ୍କୁ ଦୁଇ ହଜାର ଛଅ ଶହ ମେଷାଦିର ବତ୍ସ ଓ ତିନି ଶହ ବୃଷ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଶିୟଙ୍କ ପଦାଧିକାରୀମାନେ ଲୋକମାନଙ୍କୁ, ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ନିସ୍ତାରପର୍ବରେ ବ୍ୟବହାର କରିବା ନିମନ୍ତେ ସ୍ୱେଚ୍ଛାକୃତ ଉପହାର ଦେଲେ। ପ୍ରଧାନ ଯାଜକ ହିଲ୍କିୟ, ଯିଖରିୟ ଓ ଯିହୀୟେଲ ଏହି ପଦାଧିକାରୀମାନେ ସଦାପ୍ରଭୁଙ୍କ ମନ୍ଦିର ଦାୟିତ୍ୱରେ ଥିଲେ। ସେମାନେ ଯାଜକମାନଙ୍କୁ 2600 ମେଷଶାଳକ ଓ ଛାଗ ଓ 300 ବଳଦ ନିସ୍ତାରପର୍ବର ବଳି ନିମନ୍ତେ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାଙ୍କର ଅଧିପତିମାନେ ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ ଲୋକମାନଙ୍କୁ, ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଦାନ କଲେ। ହିଲ୍କୀୟ ଓ ଜିଖରୀୟ ଓ ଯିହୀୟେଲ, ପରମେଶ୍ୱରଙ୍କ ଗୃହର ଏହି ଅଧ୍ୟକ୍ଷମାନେ ନିସ୍ତାର ପର୍ବର ବଳି ନିମନ୍ତେ ଯାଜକମାନଙ୍କୁ ଦୁଇ ହଜାର ଛଅ ଶହ ମେଷାଦିର ବତ୍ସ ଓ ତିନି ଶହ ବୃଷ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାଙ୍କର ଅଧିପତିମାନେ ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ ଲୋକମାନଙ୍କୁ, ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଦାନ କଲେ। ହିଲ୍କିୟ ଓ ଜିଖରୀୟ ଓ ଯିହୀୟେଲ, ପରମେଶ୍ୱରଙ୍କ ଗୃହର ଏହି ଅଧ୍ୟକ୍ଷମାନେ ନିସ୍ତାର ପର୍ବର ବଳି ନିମନ୍ତେ ଯାଜକମାନଙ୍କୁ ଦୁଇ ହଜାର ଛଅ ଶହ ମେଷାଦିର ବତ୍ସ ଓ ତିନି ଶହ ବୃଷ ଦେଲେ।