2 Chronicles 35:9 — Compare Translations

4 translations compared side by side

Odia - 1840
"ଆହୁରି ମଧ୍ଯ କନାନିଯ, ତାଙ୍କ ଭାଇ ଶମଯିଯ, ନଥନେଲ୍ଙ୍କ ହଶବିଯ, ୟିଯୁଯଲେ ଓ ୟୋଷାବଦ୍ ସହିତ 500 ମଷେ ଓ ଛାଗ ଏବଂ 500 ବଳଦ ନିସ୍ତାରପର୍ବ ନିମନ୍ତେ ଲବେୀୟମାନଙ୍କୁ ଦେଲେ। ସହେି ଲୋକମାନେ ଲବେୀୟମାନଙ୍କର ନେତାଗଣ ଥିଲେ।"
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ମଧ୍ୟ କନାନିୟ, ତାଙ୍କ ଭାଇ ଶମୟିୟ, ନଥନେ‌ଲ୍‌ଙ୍କ ହଶବିୟ, ଯିୟୂୟେଲ ଓ ଯୋଷାବଦ୍ ସହିତ 500 ମେଷ ଓ ଛାଗ ଏବଂ 500 ବଳଦ ନିସ୍ତାରପର୍ବ ନିମନ୍ତେ ଲେବୀୟମାନଙ୍କୁ ଦେଲେ। ସେହି ଲୋକମାନେ ଲେବୀୟମାନଙ୍କର ନେତାଗଣ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ କୋନାନୀୟ ଓ ଶମୟୀୟ ଓ ନଥନେଲ ନାମକ ତାହାର ଭାଇମାନେ, ଆଉ ହଶବୀୟ ଓ ଯିୟୀୟେଲ୍‍ ଓ ଯୋଷାବଦ୍‍, ଏହି ଲେବୀୟ ପ୍ରଧାନମାନେ ନିସ୍ତାର ପର୍ବର ବଳି ନିମନ୍ତେ ଲେବୀୟମାନଙ୍କୁ ପାଞ୍ଚ ସହସ୍ର ମେଷାଦିର ବତ୍ସ ଓ ପାଞ୍ଚ ଶହ ବୃଷ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ କୋନାନୀୟ ଓ ଶମୟୀୟ ଓ ନଥନେଲ ନାମକ ତାହାର ଭାଇମାନେ, ଆଉ ହଶବୀୟ ଓ ଯିୟୀୟେଲ୍‍ ଓ ଯୋଷାବଦ୍‍, ଏହି ଲେବୀୟ ପ୍ରଧାନମାନେ ନିସ୍ତାର ପର୍ବର ବଳି ନିମନ୍ତେ ଲେବୀୟମାନଙ୍କୁ ପାଞ୍ଚ ସହସ୍ର ମେଷାଦିର ବତ୍ସ ଓ ପାଞ୍ଚ ଶହ ବୃଷ ଦେଲେ।