2 Chronicles 36:1 — Compare Translations

5 translations compared side by side

Odia - 1840
"ଯିହୁଦାର ଲୋକମାନେ ଯିହାୟୋଦାରହସ୍ଙ୍କୁ ୟିରୁଶାଲମ ରେ ନୂତନ ରାଜା ରୂପେ ମନୋନୀତ କଲେ। ୟିହୋଯାହସ୍ ଯୋଶିୟଯଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦେଶର ଲୋକମାନେ ଯୋଶୀୟଙ୍କର ପୁତ୍ର ଯିହୋୟାହସ୍ଙ୍କୁ ନେଇ ତାଙ୍କର ପିତାଙ୍କ ପଦରେ ତାଙ୍କୁ ଯିରୂଶାଲମରେ ରାଜା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ରାଜା ଯିହୋୟାହସ୍ ଯିହୁଦାର ଲୋକମାନେ ଯିହୋୟାହ‌ସଙ୍କୁ ଯିରୁଶାଲମରେ ନୂତନ ରାଜା ରୂପେ ମନୋନୀତ କଲେ। ଯିହୋୟାହସ୍ ଯୋଶିୟଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦେଶର ଲୋକମାନେ ଯୋଶୀୟଙ୍କର ପୁତ୍ର ଯିହୋୟାହସ୍‌ଙ୍କୁ ନେଇ ତାଙ୍କର ପିତାଙ୍କ ପଦରେ ତାଙ୍କୁ ଯିରୂଶାଲମରେ ରାଜା କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦେଶର ଲୋକମାନେ ଯୋଶୀୟଙ୍କର ପୁତ୍ର ଯିହୋୟାହସ୍‌ଙ୍କୁ ନେଇ ତାଙ୍କର ପିତାଙ୍କ ପଦରେ ତାଙ୍କୁ ଯିରୂଶାଲମରେ ରାଜା କଲେ।