2 Chronicles 36:10 — Compare Translations

5 translations compared side by side

Odia - 1840
"ବସନ୍ତ ଋତୁ ରେ, ରାଜା ନବୂଖଦ୍ନିତ୍ସର ୟିହୋଯାଖୀନ୍ଙ୍କୁ ଆଣିବା ନିମନ୍ତେ କେତକେ ଭୃତ୍ଯଙ୍କୁ ପଠାଇଲେ। ସମାନେେ ଯିହାୟୋଦାରଖୀନ୍ ଓ ସଦାପ୍ରଭୁଙ୍କ ମନ୍ଦିରରୁ ବହୁମୂଲ୍ଯ ଧନ ସମ୍ପତ୍ତିରୁ କିଛି ବାବିଲକୁ ନଇଗେଲେ। ନବୂଖଦ୍ନିତ୍ସରର ସିଦିକିଯଙ୍କୁ ଯିହୁଦା ଓ ୟିରୁଶାଲମର ନୂତନ ରାଜା ରୂପେ ମନୋନୀତ କଲେ। ସିଦିକିଯ ଯିହାୟୋଦାରଖୀନ୍ଙ୍କର ଜଣେ ଆତ୍ମୀଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ବର୍ଷର ପରିବର୍ତ୍ତନ ସମୟରେ ନବୂଖଦ୍ନିତ୍ସର ରାଜା ଲୋକ ପଠାଇ ତାଙ୍କୁ ଓ ତାଙ୍କ ସଙ୍ଗେ ସଦାପ୍ରଭୁଙ୍କ ଗୃହର ମନୋହର ପାତ୍ରସବୁ ବାବିଲକୁ ଆଣିଲା ଓ ତାଙ୍କର ଭାଇ ସିଦିକୀୟଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା⇧ ।
Odia Bible ERV 2004 (ପବିତ୍ର ବାଇବଲ)
ବସନ୍ତ ଋତୁରେ, ରାଜା ନବୂଖ‌ଦ୍‌ନିତ୍ସର ଯିହୋୟାଖୀ‌ନଙ୍କୁ ଆଣିବା ନିମନ୍ତେ କେତେକ ଭୃତ୍ୟଙ୍କୁ ପଠାଇଲେ। ସେମାନେ ଯିହୋୟାଖୀନ୍ ଓ ସଦାପ୍ରଭୁଙ୍କ ମନ୍ଦିରରୁ ବହୁମୂଲ୍ୟ ଧନ ସମ୍ପତ୍ତିରୁ କିଛି ବାବିଲକୁ ନେଇଗଲେ। ନବୂଖ‌ଦ୍‌ନିତ୍ସରର ସିଦିକିୟଙ୍କୁ ଯିହୁଦା ଓ ଯିରୁଶାଲମର ନୂତନ ରାଜା ରୂପେ ମନୋନୀତ କଲେ। ସିଦିକିୟ ଯିହୋୟାଖୀ‌ନଙ୍କର ଜଣେ ଆତ୍ମୀୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବର୍ଷର ପରିବର୍ତ୍ତନ ସମୟରେ ନବୂଖଦ୍‍ନିତ୍ସର ରାଜା ଲୋକ ପଠାଇ ତାଙ୍କୁ ଓ ତାଙ୍କ ସଙ୍ଗେ ସଦାପ୍ରଭୁଙ୍କ ଗୃହର ମନୋହର ପାତ୍ରସବୁ ବାବିଲକୁ ଆଣିଲା ଓ ତାଙ୍କର ଭାଇ ସିଦିକୀୟଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ବର୍ଷର ପରିବର୍ତ୍ତନ ସମୟରେ ନବୂଖଦ୍‍ନିତ୍ସର ରାଜା ଲୋକ ପଠାଇ ତାଙ୍କୁ ଓ ତାଙ୍କ ସଙ୍ଗେ ସଦାପ୍ରଭୁଙ୍କ ଗୃହର ମନୋହର ପାତ୍ରସବୁ ବାବିଲକୁ ଆଣିଲା ଓ ତାଙ୍କର ଭାଇ ସିଦିକୀୟଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା।