2 Chronicles 36:12 — Compare Translations

5 translations compared side by side

Odia - 1840
"ସେ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କର୍ମ କଲେ ନାହିଁ। ଭବିଷ୍ଯତ୍ବକ୍ତା ଯିରିମିୟ ସଦାପ୍ରଭୁଙ୍କଠାରୁ ଆଗତ ବାର୍ତ୍ତାସବୁ କହିଲେ। କିନ୍ତୁ ସିଦିକିଯ ନିଜକୁ ନମ୍ର କଲେ ନାହିଁ ଓ ଯିରିମିୟ ଯେଉଁସବୁ କଥା କହିଲେ, ତାହା ମାନିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଦୃଷ୍ଟିରେ କୁକର୍ମ କଲେ; ସେ ସଦାପ୍ରଭୁଙ୍କ ମୁଖନିର୍ଗତ ବାକ୍ୟର ପ୍ରକାଶକ ଯିରିମୀୟ ଭବିଷ୍ୟଦ୍ବକ୍ତା ସମ୍ମୁଖରେ ଆପଣାକୁ ନମ୍ର କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସଦାପ୍ରଭୁଙ୍କ ଇଚ୍ଛାନୁଯାୟୀ କର୍ମ କଲେ ନାହିଁ। ଭବିଷ୍ୟ‌ଦ୍‌ବକ୍ତା ଯିରିମିୟ ସଦାପ୍ରଭୁଙ୍କଠାରୁ ଆଗତ ବାର୍ତ୍ତାସବୁ କହିଲେ। କିନ୍ତୁ ସିଦିକିୟ ନିଜକୁ ନମ୍ର କଲେ ନାହିଁ ଓ ଯିରିମିୟ ଯେଉଁସବୁ କଥା କହିଲେ, ତାହା ମାନିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କଲେ; ସେ ସଦାପ୍ରଭୁଙ୍କ ମୁଖନିର୍ଗତ ବାକ୍ୟର ପ୍ରକାଶକ ଯିରିମୀୟ ଭବିଷ୍ୟଦ୍‍ବକ୍ତା ସମ୍ମୁଖରେ ଆପଣାକୁ ନମ୍ର କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କଲେ; ସେ ସଦାପ୍ରଭୁଙ୍କ ମୁଖ ନିର୍ଗତ ବାକ୍ୟର ପ୍ରକାଶକ ଯିରିମୀୟ ଭବିଷ୍ୟଦ୍‍ବକ୍ତା ସମ୍ମୁଖରେ ଆପଣାକୁ ନମ୍ର କଲେ ନାହିଁ।