2 Chronicles 36:13 — Compare Translations

5 translations compared side by side

Odia - 1840
"ସିଦିକିଯ ରାଜା ନବୂଖଦ୍ନିତ୍ସରର ବିରୁଦ୍ଧ ରେ ବିଦ୍ରୋହ କଲେ। ଅତୀତ ରେ ନବୂଖଦ୍ନିତ୍ସର ସିଦିକିଯଙ୍କୁ ଏକ ଶପଥ କରାଇଥିଲେ ଯେ, ସେ ନବୂଖଦ୍ନିତ୍ସର ନିକଟରେ ବିଶ୍ବସ୍ତ ରହିବେ। ସିଦିକିଯ ପରମେଶ୍ବରଙ୍କ ନାମ ନଇେ ଶପଥ କରିଥିଲେ ଯେ, ସେ ନବୂଖଦ୍ନିତ୍ସରଙ୍କ ନିକଟରେ ବିଶ୍ବସ୍ତ ରହିବେ। କିନ୍ତୁ ସିଦିକିଯ ବଡ଼ ଦାମ୍ଭିକ ଥିଲେ ଓ ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କ ନିକଟକୁ ଫରେିଆସିବାକୁ ଓ ମାନିବା ନିମନ୍ତେ ଅଗ୍ରାହ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ଯେଉଁ ନବୂଖଦ୍ନିତ୍ସର ରାଜା ତାଙ୍କୁ ପରମେଶ୍ଵରଙ୍କ ନାମରେ ଶପଥ କରାଇଥିଲା, ସେ ତାହାର ବିଦ୍ରୋହୀ ହେଲେ; ଆଉ ସେ ଆପଣା ଗ୍ରୀବା ଶକ୍ତ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ପ୍ରତି ଫେରିବାକୁ ଆପଣା ହୃଦୟ କଠିନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମ ଧ୍ୱଂସ ହେଲା ସିଦିକିୟ ରାଜା ନବୂଖ‌ଦ୍‌ନିତ୍ସରର ବିରୁଦ୍ଧରେ ବିଦ୍ରୋହ କଲେ। ଅତୀତରେ ନବୂଖ‌ଦ୍‌ନିତ୍ସର ସିଦିକିୟଙ୍କୁ ଏକ ଶପଥ କରାଇଥିଲେ ଯେ, ସେ ନବୂଖ‌ଦ୍‌ନିତ୍ସର ନିକଟରେ ବିଶ୍ୱସ୍ତ ରହିବେ। ସିଦିକିୟ ପରମେଶ୍ୱରଙ୍କ ନାମ ନେଇ ଶପଥ କରିଥିଲେ ଯେ, ସେ ନବୂଖ‌ଦ୍‌ନିତ୍ସରଙ୍କ ନିକଟରେ ବିଶ୍ୱସ୍ତ ରହିବେ। କିନ୍ତୁ ସିଦିକିୟ ବଡ଼ ଦାମ୍ଭିକ ଥିଲେ ଓ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବାକୁ ଓ ମାନିବା ନିମନ୍ତେ ଅଗ୍ରାହ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ଯେଉଁ ନବୂଖଦ୍‍ନିତ୍ସର ରାଜା ତାଙ୍କୁ ପରମେଶ୍ୱରଙ୍କ ନାମରେ ଶପଥ କରାଇଥିଲା, ସେ ତାହାର ବିଦ୍ରୋହୀ ହେଲେ; ଆଉ ସେ ଆପଣା ଗ୍ରୀବା ଶକ୍ତ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରିବାକୁ ଆପଣା ହୃଦୟ କଠିନ କଲେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ଯେଉଁ ନବୂଖଦ୍‍ନିତ୍ସର ରାଜା ତାଙ୍କୁ ପରମେଶ୍ୱରଙ୍କ ନାମରେ ଶପଥ କରାଇଥିଲା, ସେ ତାହାର ବିଦ୍ରୋହୀ ହେଲେ; ଆଉ ସେ ଆପଣା ଗ୍ରୀବା ଶକ୍ତ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରିବାକୁ ଆପଣା ହୃଦୟ କଠିନ କଲେ।