2 Chronicles 36:14 — Compare Translations
5 translations compared side by side
Odia - 1840
"ଆହୁରି ମଧ୍ଯ ଯାଜକମାନଙ୍କର ନେତାଗଣ ଓ ଯିହୁଦାର ଲୋକମାନେ ଭୟଙ୍କର ପାପ କଲେ ଓ ସଦାପ୍ରଭୁଙ୍କ ନିକଟରେ ଆହୁରି ଅବିଶ୍ବସ୍ତ ହେଲେ। ସମାନେେ ଅନ୍ୟ ଦେଶମାନଙ୍କର ମନ୍ଦ ଦୃଷ୍ଟାନ୍ତକୁ ଅନୁକରଣ କଲେ। ସହେି ନେତାମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଅପବିତ୍ର କଲେ। ସଦାପ୍ରଭୁ ୟିରୁଶାଲମର ମନ୍ଦିରକୁ ପବିତ୍ର କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଯାଜକମାନଙ୍କର ପ୍ରଧାନ ସମସ୍ତେ ଓ ଲୋକମାନେ ଅନ୍ୟ ଦେଶୀୟମାନଙ୍କ ସକଳ ଘୃଣାଯୋଗ୍ୟ କ୍ରିୟାନୁସାରେ ଅତିଶୟ ଅପରାଧ କଲେ; ପୁଣି, ସଦାପ୍ରଭୁ ଯିରୂଶାଲମରେ ଯେଉଁ ଗୃହ ପବିତ୍ର କରିଥିଲେ, ତାହାଙ୍କର ସେହି ଗୃହ ଅଶୁଚି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ମଧ୍ୟ ଯାଜକମାନଙ୍କର ନେତାଗଣ ଓ ଯିହୁଦାର ଲୋକମାନେ ଭୟଙ୍କର ପାପ କଲେ ଓ ସଦାପ୍ରଭୁଙ୍କ ନିକଟରେ ଆହୁରି ଅବିଶ୍ୱସ୍ତ ହେଲେ। ସେମାନେ ଅନ୍ୟ ଦେଶମାନଙ୍କର ମନ୍ଦ ଦୃଷ୍ଟାନ୍ତକୁ ଅନୁକରଣ କଲେ। ସେହି ନେତାମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଅପବିତ୍ର କଲେ। ସଦାପ୍ରଭୁ ଯିରୁଶାଲମର ମନ୍ଦିରକୁ ପବିତ୍ର କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଯାଜକମାନଙ୍କର ପ୍ରଧାନ ସମସ୍ତେ ଓ ଲୋକମାନେ ଅନ୍ୟ ଦେଶୀୟମାନଙ୍କ ସକଳ ଘୃଣାଯୋଗ୍ୟ କ୍ରିୟାନୁସାରେ ଅତିଶୟ ଅପରାଧ କଲେ; ପୁଣି, ସଦାପ୍ରଭୁ ଯିରୂଶାଲମରେ ଯେଉଁ ଗୃହ ପବିତ୍ର କରିଥିଲେ, ତାହାଙ୍କର ସେହି ଗୃହ ଅଶୁଚି କଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଯାଜକମାନଙ୍କର ପ୍ରଧାନ ସମସ୍ତେ ଓ ଲୋକମାନେ ଅନ୍ୟ ଦେଶୀୟମାନଙ୍କ ସକଳ ଘୃଣାଯୋଗ୍ୟ କ୍ରିୟାନୁସାରେ ଅତିଶୟ ଅପରାଧ କଲେ; ପୁଣି, ସଦାପ୍ରଭୁ ଯିରୂଶାଲମରେ ଯେଉଁ ଗୃହ ପବିତ୍ର କରିଥିଲେ, ତାହାଙ୍କର ସେହି ଗୃହ ଅଶୁଚି କଲେ।