2 Chronicles 36:15 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ସୋମନଙ୍କ ପୂର୍ବପୁରୁଷମାନଙ୍କର ପରମେଶ୍ବର, ତାଙ୍କର ଲୋକମାନଙ୍କୁ ଚତାବେନୀ ଦବୋ ନିମନ୍ତେ ଦୂତମାନଙ୍କୁ ବାରମ୍ବାର ପଠାଇଲେ। ସଦାପ୍ରଭୁ ତାଙ୍କର ମନ୍ଦିର ଓ ଏହି ଲୋକମାନଙ୍କ ନିମନ୍ତେ ଦୁଃଖ ଅନୁଭବ କରିବାରୁ ଏହି ପ୍ରକାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ଵର ଆପଣା ଦୂତଗଣ ଦ୍ଵାରା ସେମାନଙ୍କ ନିକଟକୁ କହି ପଠାଇଲେ, ସେ ଆପଣା ଲୋକମାନଙ୍କ ପ୍ରତି ଓ ଆପଣା ନିବାସ-ସ୍ଥାନ ପ୍ରତି ଦୟା ବହିବାରୁ ପ୍ରତ୍ୟୁଷରେ ଉଠି ପଠାଇଲେ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ସେମାନଙ୍କ ପୂର୍ବପୁରୁଷମାନଙ୍କର ପରମେଶ୍ୱର, ତାଙ୍କର ଲୋକମାନଙ୍କୁ ଚେତାବନୀ ଦେବା ନିମନ୍ତେ ଦୂତମାନଙ୍କୁ ବାରମ୍ବାର ପଠାଇଲେ। ସଦାପ୍ରଭୁ ତାଙ୍କର ମନ୍ଦିର ଓ ଏହି ଲୋକମାନଙ୍କ ନିମନ୍ତେ ଦୁଃଖ ଅନୁଭବ କରିବାରୁ ଏହି ପ୍ରକାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ଆପଣା ଦୂତଗଣ ଦ୍ୱାରା ସେମାନଙ୍କ ନିକଟକୁ କହି ପଠାଇଲେ, ସେ ଆପଣା ଲୋକମାନଙ୍କ ପ୍ରତି ଓ ଆପଣା ନିବାସ ସ୍ଥାନ ପ୍ରତି ଦୟା ବହିବାରୁ ପ୍ରତ୍ୟୁଷରେ ଉଠି ପଠାଇଲେ;
Odia IRV 2017 (ଓଡିଆ ବାଇବେଲ)
ତଥାପି ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ଆପଣା ଦୂତଗଣ ଦ୍ୱାରା ସେମାନଙ୍କ ନିକଟକୁ କହି ପଠାଇଲେ, ସେ ଆପଣା ଲୋକମାନଙ୍କ ପ୍ରତି ଓ ଆପଣା ନିବାସ-ସ୍ଥାନ ପ୍ରତି ଦୟା ବହିବାରୁ ପ୍ରତ୍ୟୁଷରେ ଉଠି ପଠାଇଲେ;