2 Chronicles 36:16 — Compare Translations

5 translations compared side by side

Odia - 1840
"କିନ୍ତୁ ଲୋକମାନେ ପରମେଶ୍ବରଙ୍କ ଦୂତମାନଙ୍କୁ ପରିହାସ କଲେ। ସମାନେେ ପରମେଶ୍ବରଙ୍କ ବାର୍ତ୍ତାକୁ ଘୃଣା କଲେ। ସମାନେେ ପରମେଶ୍ବରଙ୍କର ଭବିଷ୍ଯତ୍ବକ୍ତାଙ୍କୁ ଏପରି ପରିହାସ କଲେ, ଯେପର୍ୟ୍ଯନ୍ତ ପରମେଶ୍ବର ତାହାଙ୍କ ଲୋକମାନଙ୍କ ପ୍ରତି କୋରଧ କରି ନାହାନ୍ତି। ତାକୁ ପ୍ରଶମିତ କରିବା ନିମନ୍ତେ କୌଣସି ବିଷଯ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ ପରମେଶ୍ଵରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଲୋକମାନେ ପରମେଶ୍ୱରଙ୍କ ଦୂତମାନଙ୍କୁ ପରିହାସ କଲେ। ସେମାନେ ପରମେଶ୍ୱରଙ୍କ ବାର୍ତ୍ତାକୁ ଘୃଣା କଲେ। ସେମାନେ ପରମେଶ୍ୱରଙ୍କର ଭବିଷ୍ୟ‌ଦ୍‌ବକ୍ତାଙ୍କୁ ଏପରି ପରିହାସ କଲେ, ଯେପର୍ଯ୍ୟନ୍ତ ପରମେଶ୍ୱର ତାହାଙ୍କ ଲୋକମାନଙ୍କ ପ୍ରତି କ୍ରୋଧ କରି ନାହାନ୍ତି। ତାକୁ ପ୍ରଶମିତ କରିବା ନିମନ୍ତେ କୌଣସି ବିଷୟ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍‍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍‍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍‍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।