2 Chronicles 36:17 — Compare Translations

5 translations compared side by side

Odia - 1840
"ତେଣୁ ପରମେଶ୍ବର ଯିହୁଦା ଓ ୟିରୁଶାଲମର ଲୋକମାନଙ୍କୁ ଆକ୍ରମଣ କରିବା ନିମନ୍ତେ ବାବିଲର ରାଜାକୁ ଆଣିଲେ। ୟୁବା ଲୋକମାନେ ମନ୍ଦିର ମଧିଅରେ ଥିଲେ ସୁଦ୍ଧା, ବାବିଲର ରାଜା ସମାନଙ୍କେୁ ହତ୍ଯା କଲେ। ସେ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କୁ କିଛି ଦୟା କଲେ ନାହିଁ। ବାବିଲର ରାଜା ଉଭୟ ୟୁବା ଓ ବୃଦ୍ଧ ଲୋକମାନଙ୍କୁ ହତ୍ଯା କଲେ। ସେ ପୁରୁଷ ଓ ସ୍ତ୍ରୀଙ୍କୁ ହତ୍ଯା କଲେ। ସେ ରୋଗୀ ଓ ସୁସ୍ଥ ଲୋକଙ୍କୁ ହତ୍ଯା କଲେ, ପରମେଶ୍ବର ଯିହୁଦା ଓ ୟିରୁଶାଲମର ଲୋକମାନଙ୍କ ଉପରେ ନବୂଖଦ୍ନିତ୍ସରଙ୍କୁ ବିଜଯୀ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ସେ କଲଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ଼୍‍ଗ ଦ୍ଵାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକି ଦୟା କଲା ନାହିଁ; ପରମେଶ୍ଵର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ଆକ୍ରମଣ କରିବା ନିମନ୍ତେ ବାବିଲର ରାଜାକୁ ଆଣିଲେ। ଯୁବା ଲୋକମାନେ ମନ୍ଦିର ମଧ୍ୟରେ ଥିଲେ ସୁଦ୍ଧା, ବାବିଲର ରାଜା ସେମାନଙ୍କୁ ହତ୍ୟା କଲେ। ସେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ କିଛି ଦୟା କଲେ ନାହିଁ। ବାବିଲର ରାଜା ଉଭୟ ଯୁବା ଓ ବୃଦ୍ଧ ଲୋକମାନଙ୍କୁ ହତ୍ୟା କଲେ। ସେ ପୁରୁଷ ଓ ସ୍ତ୍ରୀଙ୍କୁ ହତ୍ୟା କଲେ। ସେ ରୋଗୀ ଓ ସୁସ୍ଥ ଲୋକଙ୍କୁ ହତ୍ୟା କଲେ, ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ଉପରେ ନବୂଖ‌ଦ୍‌ନିତ୍ସରଙ୍କୁ ବିଜୟୀ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ସେ କଲ୍‍ଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ୍ଗ ଦ୍ୱାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକୁ ଦୟା କଲା ନାହିଁ; ପରମେଶ୍ୱର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ସେ କଲ୍‍ଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ୍ଗ ଦ୍ୱାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକୁ ଦୟା କଲା ନାହିଁ; ପରମେଶ୍ୱର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ।