2 Chronicles 36:18 — Compare Translations

5 translations compared side by side

Odia - 1840
"ନବୂଖଦ୍ନିତ୍ସର ପରମେଶ୍ବରଙ୍କ ମନ୍ଦିରରୁ ସବୁ ପଦାର୍ଥ ବାବିଲକୁ ବୋହି ନଇଗେଲେ। ସେ ମନ୍ଦିରରୁ, ରାଜାଙ୍କ ନିକଟରୁ ଓ ରାଜାଙ୍କ ପଦାଧିକାରୀମାନଙ୍କଠାରୁ ବହୁମୂଲ୍ଯ ବସ୍ତୁ ସବୁ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପରମେଶ୍ଵରଙ୍କ ଗୃହର ବଡ଼ ସାନ ସମସ୍ତ ପାତ୍ର ଓ ସଦାପ୍ରଭୁଙ୍କ ଗୃହର ଧନ, ପୁଣି ରାଜାଙ୍କର ଓ ତାଙ୍କ ଅଧିପତିମାନଙ୍କ ଧନ, ଏହିସବୁ ବାବିଲକୁ ନେଇଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ନବୂଖ‌ଦ୍‌ନିତ୍ସର ପରମେଶ୍ୱରଙ୍କ ମନ୍ଦିରରୁ ସବୁ ପଦାର୍ଥ ବାବିଲକୁ ବୋହି ନେଇଗଲେ। ସେ ମନ୍ଦିରରୁ, ରାଜାଙ୍କ ନିକଟରୁ ଓ ରାଜାଙ୍କ ପଦାଧିକାରୀମାନଙ୍କଠାରୁ ବହୁମୂଲ୍ୟ ବସ୍ତୁ ସବୁ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପରମେଶ୍ୱରଙ୍କ ଗୃହର ବଡ଼ ସାନ ସମସ୍ତ ପାତ୍ର ଓ ସଦାପ୍ରଭୁଙ୍କ ଗୃହର ଧନ, ପୁଣି ରାଜାଙ୍କର ଓ ତାଙ୍କ ଅଧିପତିମାନଙ୍କ ଧନ, ଏହିସବୁ ବାବିଲକୁ ନେଇଗଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ପରମେଶ୍ୱରଙ୍କ ଗୃହର ବଡ଼ ସାନ ସମସ୍ତ ପାତ୍ର ଓ ସଦାପ୍ରଭୁଙ୍କ ଗୃହର ଧନ, ପୁଣି ରାଜାଙ୍କର ଓ ତାଙ୍କ ଅଧିପତିମାନଙ୍କ ଧନ, ଏହିସବୁ ବାବିଲକୁ ନେଇଗଲା।