2 Chronicles 36:19 — Compare Translations
5 translations compared side by side
Odia - 1840
"ନବୂଖଦ୍ନିତ୍ସର ଓ ତାଙ୍କର ସୈନ୍ଯଦଳ ମନ୍ଦିରକୁ ଜ୍ବଳାଇ ଦେଲେ। ସମାନେେ ୟିରୁଶାଲମ ପ୍ରାଚୀରକୁ ଭାଙ୍ଗି ପକାଇଲେ ଓ ରାଜା ଓ ତାଙ୍କର ପଦାଧିକାରୀମାନଙ୍କର ସବୁ ଗୃହ ଜ୍ବଳାଇ ଦେଲେ। ସମାନେେ ୟିରୁଶାଲମ ରେ ଥିବା ପ୍ରେତ୍ୟକକ ବହୁମୂଲ୍ଯ ଦ୍ରବ୍ଯକୁ ନଇଗେଲେ ନଚେତ୍ ଧ୍ବଂସ କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ପରମେଶ୍ଵରଙ୍କ ଗୃହ ଦଗ୍ଧ କଲେ ଓ ଯିରୂଶାଲମର ପ୍ରାଚୀର ଭଗ୍ନ କଲେ ଓ ତହିଁର ଅଟ୍ଟାଳିକାସବୁ ଅଗ୍ନିରେ ଦଗ୍ଧ କରି ସେଠାରେ ଥିବା ମନୋହର ପାତ୍ରସବୁ ବିନାଶ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନବୂଖଦ୍ନିତ୍ସର ଓ ତାଙ୍କର ସୈନ୍ୟଦଳ ମନ୍ଦିରକୁ ଜ୍ୱଳାଇ ଦେଲେ। ସେମାନେ ଯିରୁଶାଲମ ପ୍ରାଚୀରକୁ ଭାଙ୍ଗି ପକାଇଲେ ଓ ରାଜା ଓ ତାଙ୍କର ପଦାଧିକାରୀମାନଙ୍କର ସବୁ ଗୃହ ଜ୍ୱଳାଇ ଦେଲେ। ସେମାନେ ଯିରୁଶାଲମରେ ଥିବା ପ୍ରତ୍ୟେକ ବହୁମୂଲ୍ୟ ଦ୍ରବ୍ୟକୁ ନେଇଗଲେ ନଚେତ୍ ଧ୍ୱଂସ କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ପରମେଶ୍ୱରଙ୍କ ଗୃହ ଦଗ୍ଧ କଲେ ଓ ଯିରୂଶାଲମର ପ୍ରାଚୀର ଭଗ୍ନ କଲେ ଓ ତହିଁର ଅଟ୍ଟାଳିକାସବୁ ଅଗ୍ନିରେ ଦଗ୍ଧ କରି ସେଠାରେ ଥିବା ମନୋହର ପାତ୍ରସବୁ ବିନାଶ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ପରମେଶ୍ୱରଙ୍କ ଗୃହ ଦଗ୍ଧ କଲେ ଓ ଯିରୂଶାଲମର ପ୍ରାଚୀର ଭଗ୍ନ କଲେ ଓ ତହିଁର ଅଟ୍ଟାଳିକାସବୁ ଅଗ୍ନିରେ ଦଗ୍ଧ କରି ସେଠାରେ ଥିବା ମନୋହର ପାତ୍ରସବୁ ବିନାଶ କଲେ।