2 Chronicles 36:2 — Compare Translations

5 translations compared side by side

Odia - 1840
"ଯିହାୟୋଦାରହସ୍ ଯିହୁଦାର ରାଜା ହବୋ ସମୟରେ ତଇେଶ ବର୍ଷ ବଯସ୍କ ହାଇେଥିଲେ। ସେ ତିନିମାସ ପର୍ୟ୍ଯନ୍ତ ୟିରୁଶାଲମ ରେ ରାଜା ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୋୟାହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ତେଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋୟାହସ୍ ଯିହୁଦାର ରାଜା ହେବା ସମୟରେ ତେଇଶ୍ ବର୍ଷ ବୟସ୍କ ହୋଇଥିଲେ। ସେ ତିନି ମାସ ପର୍ଯ୍ୟନ୍ତ ଯିରୁଶାଲମରେ ରାଜା ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୋୟାହସ୍‌ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ତେଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୋୟାହସ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ତେଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ।