2 Chronicles 36:20 — Compare Translations
5 translations compared side by side
Odia - 1840
"ନବୂଖଦ୍ନିତ୍ସର ଅବଶିଷ୍ଟ ଜୀବିତ ଥିବା ଲୋକଙ୍କୁ ବାବିଲକୁ ନଇଗେଲେ ଓ ସମାନଙ୍କେୁ ବଳପୂର୍ବକ ଭାବରେ କ୍ରୀତଦାସ କରି ରଖିଲେ। ପାରସିକ ରାଜ୍ଯ, ବାବିଲର ରାଜ୍ଯକୁ ପରାସ୍ତ କରିବା ପର୍ୟ୍ଯନ୍ତ ସହେି ଲୋକମାନେ ବାବିଲ ରେ କ୍ରୀତଦାସରୂପେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଖଡ଼୍ଗରୁ ବଞ୍ଚିବା ଲୋକମାନଙ୍କୁ ବାବିଲକୁ ନେଇଗଲା; ତହିଁରେ ପାରସିକ ରାଜ୍ୟ ସ୍ଥାପନ ପର୍ଯ୍ୟନ୍ତ ସେମାନେ ତାହାର ଓ ତାହାର ସନ୍ତାନଗଣର ଦାସ ହୋଇ ରହିଲେ;
Odia Bible ERV 2004 (ପବିତ୍ର ବାଇବଲ)
ନବୂଖଦ୍ନିତ୍ସର ଅବଶିଷ୍ଟ ଜୀବିତ ଥିବା ଲୋକଙ୍କୁ ବାବିଲକୁ ନେଇଗଲେ ଓ ସେମାନଙ୍କୁ ବଳପୂର୍ବକ ଭାବରେ କ୍ରୀତଦାସ କରି ରଖିଲେ। ପାରସିକ ରାଜ୍ୟ, ବାବିଲର ରାଜ୍ୟକୁ ପରାସ୍ତ କରିବା ପର୍ଯ୍ୟନ୍ତ ସେହି ଲୋକମାନେ ବାବିଲରେ କ୍ରୀତଦାସରୂପେ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଖଡ୍ଗରୁ ବଞ୍ଚିବା ଲୋକମାନଙ୍କୁ ବାବିଲକୁ ନେଇଗଲା; ତହିଁରେ ପାରସିକ ରାଜ୍ୟ ସ୍ଥାପନ ପର୍ଯ୍ୟନ୍ତ ସେମାନେ ତାହାର ଓ ତାହାର ସନ୍ତାନଗଣର ଦାସ ହୋଇ ରହିଲେ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଖଡ୍ଗରୁ ବଞ୍ଚିବା ଲୋକମାନଙ୍କୁ ବାବିଲକୁ ନେଇଗଲା; ତହିଁରେ ପାରସିକ ରାଜ୍ୟ ସ୍ଥାପନ ପର୍ଯ୍ୟନ୍ତ ସେମାନେ ତାହାର ଓ ତାହାର ସନ୍ତାନଗଣର ଦାସ ହୋଇ ରହିଲେ;