2 Chronicles 36:23 — Compare Translations

5 translations compared side by side

Odia - 1840
"ପାରସ୍ଯର ରାଜା କୋରସ୍ କହନ୍ତି, ସଦାପ୍ରଭୁ, ସ୍ବର୍ଗର ପରମେଶ୍ବର, ମାେତେ ସାରା ପୃଥିବୀ ଉପରେ ରାଜା କରିଛନ୍ତି। ସେ ମାେତେ ଯିହୁଦାସ୍ଥିତ ୟିରୁଶାଲମ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବାର ଦାଯିତ୍ବ ଦଇେଅଛନ୍ତି। ବର୍ତ୍ତମାନ, ତୁମ୍ଭେ ଯେଉଁମାନେ ପରମେଶ୍ବରଙ୍କ ଲୋକ ଅଟ, ୟିରୁଶାଲମକୁ ଫରେି ୟିବା ନିମନ୍ତେ ସ୍ବାଧୀନ ଅଟ ଏବଂ ସଦାପ୍ରଭୁ ପରମେଶ୍ବର ତୁମ୍ଭ ପ୍ରେତ୍ୟକକଙ୍କ ସହିତ ରେ ରୁହନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପାରସ୍ୟର ରାଜା କୋରସ୍ ଏହା କହନ୍ତି, ସଦାପ୍ରଭୁ ସ୍ଵର୍ଗର ପରମେଶ୍ଵର ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ, ଆମ୍ଭକୁ ଆଜ୍ଞା କରିଅଛନ୍ତି । ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ସଦାପ୍ରଭୁ ତାହାର ପରମେଶ୍ଵର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯାତ୍ରା କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ପାରସ୍ୟର ରାଜା କୋରସ୍ କହନ୍ତି, ସଦାପ୍ରଭୁ, ସ୍ୱର୍ଗର ପରମେଶ୍ୱର, ମୋତେ ସାରା ପୃଥିବୀ ଉପରେ ରାଜା କରିଛନ୍ତି। ସେ ମୋତେ ଯିହୁଦାସ୍ଥିତ ଯିରୁଶାଲମ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବାର ଦାୟିତ୍ୱ ଦେଇଅଛନ୍ତି। ବର୍ତ୍ତମାନ, ତୁମ୍ଭେ ଯେଉଁମାନେ ପରମେଶ୍ୱରଙ୍କ ଲୋକ ଅଟ, ଯିରୁଶାଲମକୁ ଫେରି ଯିବା ନିମନ୍ତେ ସ୍ୱାଧୀନ ଅଟ ଏବଂ ସଦାପ୍ରଭୁ ପରମେଶ୍ୱର ତୁମ୍ଭ ପ୍ରତ୍ୟେକଙ୍କ ସହିତରେ ରୁହନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ପାରସ୍ୟର ରାଜା କୋରସ୍‍ ଏହା କହନ୍ତି, ‘ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ, ଆମ୍ଭକୁ ଆଜ୍ଞା କରିଅଛନ୍ତି। ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ସଦାପ୍ରଭୁ ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯାତ୍ରା କରୁ।’”
Odia IRV 2017 (ଓଡିଆ ବାଇବେଲ)
ପାରସ୍ୟର ରାଜା କୋରସ୍‍ ଏହା କହନ୍ତି, “ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ, ଆମ୍ଭକୁ ଆଜ୍ଞା କରିଅଛନ୍ତି। ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ସଦାପ୍ରଭୁ ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯାତ୍ରା କରୁ।