2 Chronicles 36:3 — Compare Translations
5 translations compared side by side
Odia - 1840
"ଏହାପରେ ମିଶରର ରାଜା ଯିହାୟୋଦାରହସ୍ଙ୍କୁ ୟିରୁଶାଲମରୁ ଗାଦିଚ୍ଯୁତ କଲେ। ସେ 100 ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା ଜୋରିମାନା ରୂପେ ସଂଗ୍ରହ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ମିସରର ରାଜା ଯିରୂଶାଲମରେ ତାଙ୍କୁ ପଦଚ୍ୟୁତ କରି ଦେଶ ଉପରେ ଏକ ଶହ ତାଳ; ରୂପା ଓ ଏକ ତାଳ; ସୁନା ଅର୍ଥଦଣ୍ତ ନିର୍ଦ୍ଧାରଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମିଶରର ରାଜା ଯିହୋୟାହସଙ୍କୁ ଯିରୁଶାଲମରୁ ଗାଦିଚୁତ୍ୟ କଲେ। ସେ 100 ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା ଜୋରିମାନା ରୂପେ ସଂଗ୍ରହ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମିସରର ରାଜା ଯିରୂଶାଲମରେ ତାଙ୍କୁ ପଦଚ୍ୟୁତ କରି ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା ଅର୍ଥଦଣ୍ଡ ନିର୍ଦ୍ଧାରଣ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମିସରର ରାଜା ଯିରୂଶାଲମରେ ତାଙ୍କୁ ପଦଚ୍ୟୁତ କରି ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା ଅର୍ଥଦଣ୍ଡ ନିର୍ଦ୍ଧାରଣ କଲା।