2 Chronicles 36:4 — Compare Translations

5 translations compared side by side

Odia - 1840
"ମିଶରର ରାଜା ଯିହାୟୋଦାରହସ୍ଙ୍କ ଭ୍ରାତା ଇଲୀଯାକୀମଙ୍କୁ ଯିହୁଦା ଓ ୟିରୁଶାଲମର ନୂତନ ରାଜା କଲେ। ଏହାପରେ ମିଶରର ରାଜା ଇଲୀଯାକୀମ୍ଙ୍କର ନାମକୁ ପରିବର୍ତ୍ତନ କରି ଯିହାୟୋଦାରକୀମ୍ ଦେଲେ। କିନ୍ତୁ ନଖୋ ଯିହାୟୋଦାରକୀମ୍ର ଭାଇ ଯିହାୟୋଦାରହସ୍ଙ୍କୁ ମିଶରକୁ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ମିସରର ରାଜା ତାଙ୍କର ଭ୍ରାତା ଇଲୀୟାକୀମ୍ଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍ ରଖିଲା, ପୁଣି ନଖୋ ତାଙ୍କର ଭ୍ରାତା ଯିହୋୟାହସ୍ଙ୍କୁ ଧରି ମିସରକୁ ନେଇଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ମିଶରର ରାଜା ଯିହୋୟାହ‌ସଙ୍କ ଭ୍ରାତା ଇଲୀୟାକୀମଙ୍କୁ ଯିହୁଦା ଓ ଯିରୁଶାଲମର ନୂତନ ରାଜା କଲେ। ଏହା ପରେ ମିଶରର ରାଜା ଇଲୀୟାକୀ‌ମ୍‌ଙ୍କର ନାମକୁ ପରିବର୍ତ୍ତନ କରି ଯିହୋୟାକୀମ୍ ଦେଲେ। କିନ୍ତୁ ନଖୋ ଯିହୋୟାକୀ‌ମ୍‌ର ଭାଇ ଯିହୋୟାହ‌ସଙ୍କୁ ମିଶରକୁ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ମିସରର ରାଜା ତାଙ୍କର ଭ୍ରାତା ଇଲିୟାକୀମ୍‍ଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍‍ ରଖିଲା, ପୁଣି ନଖୋ ତାଙ୍କର ଭ୍ରାତା ଯିହୋୟାହସ୍‌ଙ୍କୁ ଧରି ମିସରକୁ ନେଇଗଲା।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ମିସରର ରାଜା ତାଙ୍କର ଭ୍ରାତା ଇଲିୟାକୀମ୍‍ଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍‍ ରଖିଲା, ପୁଣି ନଖୋ ତାଙ୍କର ଭ୍ରାତା ଯିହୋୟାହସ୍‍ଙ୍କୁ ଧରି ମିସରକୁ ନେଇଗଲା।