2 Chronicles 36:5 — Compare Translations

5 translations compared side by side

Odia - 1840
"ଯିହାୟୋକୀମ୍ ଯିହୁଦାର ନୂତନ ରାଜା ହବୋ ସମୟରେ ପଚିଶ ବର୍ଷ ବଯସ୍କ ହାଇେଥିଲେ। ସେ ଏଗାର ବର୍ଷ ପର୍ୟ୍ଯନ୍ତ ୟିରୁଶାଲମର ରାଜା ଥିଲେ। ଯିହାୟୋଦାରକୀମ୍ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କାର୍ୟ୍ଯ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୋୟାକୀମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଦୃଷ୍ଟିରେ କୁକର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ରାଜା ଯିହୋୟାକୀମ୍ ଯିହୋୟାକୀମ୍ ଯିହୁଦାର ନୂତନ ରାଜା ହେବା ସମୟରେ ପଚିଶ୍ ବର୍ଷ ବୟସ୍କ ହୋଇଥିଲେ। ସେ ଏଗାର ବର୍ଷ ପର୍ଯ୍ୟନ୍ତ ଯିରୁଶାଲମର ରାଜା ଥିଲେ। ଯିହୋୟାକୀମ୍ ସଦାପ୍ରଭୁଙ୍କ ଇଚ୍ଛାନୁଯାୟୀ କାର୍ଯ୍ୟ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୋୟାକୀମ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୋୟାକୀମ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କଲେ।