2 Chronicles 36:6 — Compare Translations
5 translations compared side by side
Odia - 1840
"ବାବିଲର ରାଜା ନବୂଖଦ୍ନିତ୍ସର ଯିହୁଦାକୁ ଆକ୍ରମଣ କଲେ। ସେ ଯିହାୟୋଦାରକୀମ୍ଙ୍କୁ ବନ୍ଦୀ କରି ନେଲେ ଓ ତାଙ୍କ ଉପରେ ପିତ୍ତଳର ଜଞ୍ଜିର ପକାଇଲେ। ଏହାପରେ ନବୂଖଦ୍ନିତ୍ସର ରାଜା ଯିହାୟୋଦାରକୀମଙ୍କୁ ବାବିଲକୁ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କ ବିରୁଦ୍ଧରେ ବାବିଲର ରାଜା ନବୂଖଦ୍ନିତ୍ସର ଆସି ବାବିଲକୁ ନେଇ ଯିବା ନିମନ୍ତେ ତାଙ୍କୁ ଶିକୁଳିରେ ବାନ୍ଧିଲା ।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲର ରାଜା ନବୂଖଦ୍ନିତ୍ସର ଯିହୁଦାକୁ ଆକ୍ରମଣ କଲେ। ସେ ଯିହୋୟାକୀମଙ୍କୁ ବନ୍ଦୀ କରି ନେଲେ ଓ ତାଙ୍କ ଉପରେ ପିତ୍ତଳର ଜଞ୍ଜିର ପକାଇଲେ। ଏହା ପରେ ନବୂଖଦ୍ନିତ୍ସର ରାଜା ଯିହୋୟାକୀମଙ୍କୁ ବାବିଲକୁ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାଙ୍କ ବିରୁଦ୍ଧରେ ବାବିଲର ରାଜା ନବୂଖଦ୍ନିତ୍ସର ଆସି ବାବିଲକୁ ନେଇଯିବା ନିମନ୍ତେ ତାଙ୍କୁ ଶିକୁଳିରେ ବାନ୍ଧିଲା।
Odia IRV 2017 (ଓଡିଆ ବାଇବେଲ)
ତାଙ୍କ ବିରୁଦ୍ଧରେ ବାବିଲର ରାଜା ନବୂଖଦ୍ନିତ୍ସର ଆସି ବାବିଲକୁ ନେଇ ଯିବା ନିମନ୍ତେ ତାଙ୍କୁ ଶିକୁଳିରେ ବାନ୍ଧିଲା।
Recommended Reading