2 Chronicles 36:7 — Compare Translations

5 translations compared side by side

Odia - 1840
"ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ମନ୍ଦିରରୁ କେତକେ ଦ୍ରବ୍ଯ ନଇଗେଲେ। ସେ ସହେି ବସ୍ତୁଗୁଡ଼ିକୁ ବାବିଲକୁ ନଇଗେଲେ ଓ ସଗେୁଡ଼ିକୁ ନଇେ ନିଜ ଗୃହ ରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନବୂଖଦ୍ନିତ୍ସର ମଧ୍ୟ ସଦାପ୍ରଭୁଙ୍କ ଗୃହର କେତେକ ପାତ୍ର ବାବିଲକୁ ନେଇ ଯାଇ ବାବିଲସ୍ଥିତ ଆପଣା ମନ୍ଦିରରେ ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ନବୂଖ‌ଦ୍‌ନିତ୍ସର ସଦାପ୍ରଭୁଙ୍କ ମନ୍ଦିରରୁ କେତେକ ଦ୍ରବ୍ୟ ନେଇଗଲେ। ସେ ସେହି ବସ୍ତୁଗୁଡ଼ିକୁ ବାବିଲକୁ ନେଇଗଲେ ଓ ସେଗୁଡ଼ିକୁ ନେଇ ନିଜ ଗୃହରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନବୂଖଦ୍‍ନିତ୍ସର ମଧ୍ୟ ସଦାପ୍ରଭୁଙ୍କ ଗୃହର କେତେକ ପାତ୍ର ବାବିଲକୁ ନେଇଯାଇ ବାବିଲସ୍ଥିତ ଆପଣା ମନ୍ଦିରରେ ରଖିଲା।
Odia IRV 2017 (ଓଡିଆ ବାଇବେଲ)
ନବୂଖଦ୍‍ନିତ୍ସର ମଧ୍ୟ ସଦାପ୍ରଭୁଙ୍କ ଗୃହର କେତେକ ପାତ୍ର ବାବିଲକୁ ନେଇ ଯାଇ ବାବିଲସ୍ଥିତ ଆପଣା ମନ୍ଦିରରେ ରଖିଲା।

Recommended Reading