2 Chronicles 36:8 — Compare Translations
5 translations compared side by side
Odia - 1840
"ଯିହାୟୋଦାରକୀମ୍ ଅନ୍ୟ ଯେଉଁ ସମସ୍ତ କାର୍ୟ୍ଯ କରିଥିଲେ, ସେ ଯେଉଁ ଭୟଙ୍କର ପାପସବୁ କରିଥିଲେ ଓ ସେ ଯେଉଁସବୁ ଦୋଷ କରିଥିଲେ, ସହେିସବୁ ଇଶ୍ରାୟେଲ ଓ ଯିହୁଦାର ରାଜାମାନଙ୍କ ପୁସ୍ତକରେ ଲଖାୟୋଇଅଛି। ଯିହାୟୋଦାରଖୀନ୍, ଯିହାୟୋଦାରକୀମ୍ଙ୍କ ସ୍ଥାନ ରେ ନୂତନ ରାଜା ହେଲେ। ଯିହାୟୋଦାରଖୀନ୍, ଯିହାୟୋଦାରକୀମ୍ଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଯିହୋୟାକୀମ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର କୃତ ଓ ତାଙ୍କ ମଧ୍ୟରେ ପ୍ରାପ୍ତ ଘୃଣାଯୋଗ୍ୟ କ୍ରିୟାସକଳ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲିଖିତ ଅଛି; ଏଉତ୍ତାରେ ତାଙ୍କର ପୁତ୍ର ଯିହୋୟାଖୀନ୍ ତାଙ୍କର ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋୟାକୀମ୍ ଅନ୍ୟ ଯେଉଁ ସମସ୍ତ କାର୍ଯ୍ୟ କରିଥିଲେ, ସେ ଯେଉଁ ଭୟଙ୍କର ପାପସବୁ କରିଥିଲେ ଓ ସେ ଯେଉଁସବୁ ଦୋଷ କରିଥିଲେ, ସେହିସବୁ “ଇସ୍ରାଏଲ ଓ ଯିହୁଦାର ରାଜାମାନଙ୍କ ପୁସ୍ତକରେ” ଲେଖାଯାଇଅଛି। ଯିହୋୟାଖୀନ୍, ଯିହୋୟାକୀମଙ୍କ ସ୍ଥାନରେ ନୂତନ ରାଜା ହେଲେ। ଯିହୋୟାଖୀନ୍, ଯିହୋୟାକୀମଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଯିହୋୟାକୀମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କୃତ ଓ ତାଙ୍କ ମଧ୍ୟରେ ପ୍ରାପ୍ତ ଘୃଣାଯୋଗ୍ୟ କ୍ରିୟାସକଳ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି; ଏଉତ୍ତାରେ ତାଙ୍କର ପୁତ୍ର ଯିହୋୟାଖୀନ୍ ତାଙ୍କର ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)