2 Chronicles 36:9 — Compare Translations

5 translations compared side by side

Odia - 1840
"ୟିହୋଯାଖୀନ୍ ଯିହୁଦାର ରାଜା ହବୋ ସମଯେ ରେ ଅଠର ବର୍ଷ ବଯସ ହାଇେଥିଲେ। ସେ ୟିରୁଶାଲମ ରେ ତିନିମାସ ଓ ଦଶ ଦିନ ପର୍ୟ୍ଯନ୍ତ ରାଜା ହାଇେଥିଲେ। ସେ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କାର୍ୟ୍ଯ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୋୟାଖୀନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ଦଶ ଦିନ ରାଜ୍ୟ କଲେ; ଆଉ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ରାଜା ଯିହୋୟାଖୀନ୍ ଯିହୋୟାଖୀନ୍ ଯିହୁଦାର ରାଜା ହେବା ସମୟରେ ଅଠର ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ତିନି ମାସ ଓ ଦଶ ଦିନ ପର୍ଯ୍ୟନ୍ତ ରାଜା ହୋଇଥିଲେ। ସେ ସଦାପ୍ରଭୁଙ୍କ ଇଚ୍ଛାନୁଯାୟୀ କାର୍ଯ୍ୟ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୋୟାଖୀନ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ଦଶ ଦିନ ରାଜ୍ୟ କଲେ; ଆଉ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୋୟାଖୀନ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ଦଶ ଦିନ ରାଜ୍ୟ କଲେ; ଆଉ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।