2 Chronicles 4:1 — Compare Translations

5 translations compared side by side

Odia - 1840
"ଶଲୋମନ ଏକ ୟଜ୍ଞବଦେୀ ନିର୍ମାଣ ନିମନ୍ତେ ପିତ୍ତଳ ବ୍ଯବହାର କଲେ। ସହେି ପିତ୍ତଳର ବଦେୀଟି କୋଡ଼ିଏ ହାତ ଲମ୍ବା କୋଡ଼ିଏ ହାତ ଚଉଡ଼ା ଏବଂ ଦଶ ହାତ ଉଚ୍ଚତା ବିଶିଷ୍ଟ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେ ଏକ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କଲେ, ତହିଁର ଦୈର୍ଘ୍ୟତା କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଓ ତହିଁର ଉଚ୍ଚତା ଦଶ ହାତ ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦିର ନିମନ୍ତେ ଆସବାବପତ୍ର ଶଲୋମନ ଏକ ଯଜ୍ଞବେଦି ନିର୍ମାଣ ନିମନ୍ତେ ପିତ୍ତଳ ବ୍ୟବହାର କଲେ। ସେହି ପିତ୍ତଳର ବେଦିଟି କୋଡ଼ିଏ ହାତ ଲମ୍ବା, କୋଡ଼ିଏ ହାତ ଚଉଡ଼ା ଏବଂ ଦଶ ହାତ ଉଚ୍ଚତା ବିଶିଷ୍ଟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେ ଏକ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କଲେ, ତହିଁର ଦୈର୍ଘ୍ୟ କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଓ ତହିଁର ଉଚ୍ଚତା ଦଶ ହାତ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ସେ ଏକ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କଲେ, ତହିଁର ଦୈର୍ଘ୍ୟ କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଓ ତହିଁର ଉଚ୍ଚତା ଦଶ ହାତ।