2 Chronicles 4:10 — Compare Translations

5 translations compared side by side

Odia - 1840
"ଏହାପରେ ସେ ସହେି ବୃହତ୍ ପିତ୍ତଳ କୁଣ୍ଡଟିକୁ ମନ୍ଦିରର ଦକ୍ଷିଣ ପାଶର୍‌ବ ରେ ସ୍ଥାପନ କଲେ, ଯେଉଁଟାକି ମନ୍ଦିରର ଦକ୍ଷିଣପୂର୍ବ କଣ ରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ପୂର୍ବଦିଗସ୍ଥ ଗୃହର ଡାହାଣ ପାଖରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ସେହି ବୃହତ୍ ପିତ୍ତଳ କୁଣ୍ଡଟିକୁ ମନ୍ଦିରର ଦକ୍ଷିଣ ପାର୍ଶ୍ୱରେ ସ୍ଥାପନ କଲେ, ଯେଉଁଟାକି ମନ୍ଦିରର ଦକ୍ଷିଣପୂର୍ବ କୋଣରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ପୂର୍ବଦିଗସ୍ଥ ଗୃହର ଡାହାଣ ପାଖରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ପୂର୍ବଦିଗସ୍ଥ ଗୃହର ଡାହାଣ ପାଖରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲେ।