2 Chronicles 4:11 — Compare Translations

5 translations compared side by side

Odia - 1840
"ହୂରମ ପାତ୍ର, ବଲଚୋ ଓ ବସେିନ୍ସବୁ ନିର୍ମାଣ କଲେ। ଏହିପରି ହୂରମ୍ ପରମେଶ୍ବରଙ୍କୁ ମନ୍ଦିର ରେ ରାଜା ଶ ଲୋମନଙ୍କ ନିମନ୍ତେ ନିଜର କାର୍ୟ୍ଯ ଶଷେ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ହୂରମ୍ ପାତ୍ର ଓ କରଚୁଲି ଓ କୁଣ୍ତସବୁ ନିର୍ମାଣ କଲା । ଏହିରୂପେ ହୂରମ୍ ପରମେଶ୍ଵରଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ଆପଣା କରିବା କାର୍ଯ୍ୟ ସମାପ୍ତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ହୂରମ୍ ପାତ୍ର, ବେଲଗ୍ଭ ଓ ବେସିନ୍ ସବୁ ନିର୍ମାଣ କଲେ। ଏହିପରି ହୂରମ୍ ପରମେଶ୍ୱରଙ୍କ ମନ୍ଦିରରେ ରାଜା ଶଲୋମନଙ୍କ ନିମନ୍ତେ ନିଜର କାର୍ଯ୍ୟ ଶେଷ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ହୂରମ୍‍ ପାତ୍ର ଓ କୋଦାଳ ଓ କୁଣ୍ଡସବୁ ନିର୍ମାଣ କଲା। ଏହିରୂପେ ହୂରମ୍‍ ପରମେଶ୍ୱରଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ଆପଣା କରିବା କାର୍ଯ୍ୟ ସମାପ୍ତ କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ହୂରମ୍‍ ପାତ୍ର ଓ କୋଦାଳ ଓ କୁଣ୍ଡସବୁ ନିର୍ମାଣ କଲା। ଏହିରୂପେ ହୂରମ୍‍ ପରମେଶ୍ୱରଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ଆପଣା କରିବା କାର୍ଯ୍ୟ ସମାପ୍ତ କଲା।