2 Chronicles 4:13 — Compare Translations

5 translations compared side by side

Odia - 1840
"ଏହି ଦୁଇଟି କାରୁକାର୍ୟ୍ଯ ପୂର୍ଣ୍ଣ ଜାଲି ଘୋଡ଼ଣୀ ନିମନ୍ତେ ହୂରମ 400ଟି ଡାଳିମ୍ବ ଆକୃତି ତିଆରି କରିଥିଲେ। ପ୍ରେତ୍ୟକକ ଜାଲି ନିମନ୍ତେ ଦୁଇଧାଡ଼ି ଡାଳିମ୍ବ ଖଞ୍ଜା ୟାଇଥିଲା ଦୁଇଟି ସ୍ତମ୍ଭର ଉପର ଭାଗ ରେ ଥିବା ବୃହତ୍ କୁଣ୍ଡକୁ ଏହି ଜାଲି ଦୁଇଟି ଘାଡ଼ୋଇ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ଵ; ଅର୍ଥାତ୍, ସ୍ତମ୍ଭ ଉପରିସ୍ଥ ମୁଣ୍ତାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ଵ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଦୁଇଟି କାରୁକାର୍ଯ୍ୟ ପୂର୍ଣ୍ଣ ଜାଲି ଘୋଡ଼ଣୀ ନିମନ୍ତେ ହୂରମ୍ 400ଟି ଡାଳିମ୍ବ ଆକୃତି ତିଆରି କରିଥିଲେ। ପ୍ରତ୍ୟେକ ଜାଲି ନିମନ୍ତେ ଦୁଇଧାଡ଼ି ଡାଳିମ୍ବ ଖଞ୍ଜା ଯାଇଥିଲା ଦୁଇଟି ସ୍ତମ୍ଭର ଉପର ଭାଗରେ ଥିବା ବୃହତ୍ କୁଣ୍ଡକୁ ଏହି ଜାଲି ଦୁଇଟି ଘୋଡ଼ାଇ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ବ; ଅର୍ଥାତ୍‍, ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ବ କଲା।
Odia IRV 2017 (ଓଡିଆ ବାଇବେଲ)
ଓ ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ବ; ଅର୍ଥାତ୍‍, ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ବ କଲା।