2 Chronicles 4:14 — Compare Translations

5 translations compared side by side

Odia - 1840
"ଆହୁରି ହୂରମ ଦଶଟି ଦଣ୍ଡ ନିର୍ମାଣ କରିଥିଲେ ଏବଂ ଏହିସବୁ ଦଶଟି ଦଣ୍ଡକୁ କୁଣ୍ଡ ରେ ଖଞ୍ଜିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେ ବୈଠିକିମାନ ନିର୍ମାଣ କଲା ଓ ସେ ବୈଠିକି ଉପରିସ୍ଥ ପ୍ରକ୍ଷାଳନ ପାତ୍ର ନିର୍ମାଣ କଲା;
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ହୂରମ୍ ଦଶ ଗୋଟି ଦଣ୍ଡ ନିର୍ମାଣ କରିଥିଲେ ଏବଂ ଏହିସବୁ ଦଶ ଗୋଟି ଦଣ୍ଡକୁ କୁଣ୍ଡରେ ଖଞ୍ଜିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେ ବୈଠିକିମାନ ନିର୍ମାଣ କଲା ଓ ସେ ବୈଠିକି ଉପରିସ୍ଥ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲା;
Odia IRV 2017 (ଓଡିଆ ବାଇବେଲ)
ଆହୁରି ସେ ବୈଠିକିମାନ ନିର୍ମାଣ କଲା ଓ ସେ ବୈଠିକି ଉପରିସ୍ଥ ପ୍ରକ୍ଷାଳନ ପାତ୍ର ନିର୍ମାଣ କଲା;