2 Chronicles 4:16 — Compare Translations
5 translations compared side by side
Odia - 1840
"ପରମେଶ୍ବରଙ୍କର ମନ୍ଦିର ପାଇଁ ରାଜା ଶଲୋମନଙ୍କ ନିମନ୍ତେ ସମସ୍ତ ବସ୍ତୁ ଏବଂ ପାତ୍ରସବୁ କରଚୁଲି ଓ କଣ୍ଟା ଚାମୁଚ ହୂରମ ତିଆରି କରିଥିଲେ। ଏହି ସମସ୍ତ ଜିନିଷଗୁଡ଼ିକ ସ୍ବଚ୍ଛ ପିତ୍ତଳ ରେ ନିର୍ମିତ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ତାହାର ପିତା ହୂରମ୍ ଶଲୋମନ ରାଜାଙ୍କ ନିମନ୍ତେ ସଦାପ୍ରଭୁଙ୍କ ଗୃହ ପାଇଁ ଉଜ୍ଜ୍ଵଳ ପିତ୍ତଳରେ ହାଣ୍ତି ଓ କରଚୁଲି ଓ ତ୍ରିଶୂଳ ଓ ତହିଁର ସକଳ ପାତ୍ର ନିର୍ମାଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ମନ୍ଦିର ପାଇଁ ରାଜା ଶଲୋମନଙ୍କ ନିମନ୍ତେ ସମସ୍ତ ବସ୍ତୁ ଏବଂ ପାତ୍ରସବୁ କରଚୁଲି ଓ କଣ୍ଟା ଗ୍ଭମୁଚ ହୂରମ୍ ତିଆରି କରିଥିଲେ। ଏହି ସମସ୍ତ ଜିନିଷଗୁଡ଼ିକ ସ୍ୱଚ୍ଛ ପିତ୍ତଳରେ ନିର୍ମିତ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ତାହାର ପିତା ହୂରମ୍ ଶଲୋମନ ରାଜାଙ୍କ ନିମନ୍ତେ ସଦାପ୍ରଭୁଙ୍କ ଗୃହ ପାଇଁ ଉଜ୍ଜ୍ୱଳ ପିତ୍ତଳରେ ହାଣ୍ଡି ଓ କୋଦାଳ ଓ ତ୍ରିଶୂଳ ଓ ତହିଁର ସକଳ ପାତ୍ର ନିର୍ମାଣ କଲା।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ତାହାର ପିତା ହୂରମ୍ ଶଲୋମନ ରାଜାଙ୍କ ନିମନ୍ତେ ସଦାପ୍ରଭୁଙ୍କ ଗୃହ ପାଇଁ ଉଜ୍ଜ୍ୱଳ ପିତ୍ତଳରେ ହାଣ୍ଡି ଓ କୋଦାଳ ଓ ତ୍ରିଶୂଳ ଓ ତହିଁର ସକଳ ପାତ୍ର ନିର୍ମାଣ କଲା।