2 Chronicles 4:17 — Compare Translations

5 translations compared side by side

Odia - 1840
"ରାଜା ଶଲୋମନ ଏହିସବୁ ବସ୍ତୁକୁ ମାଟି କାଦୁଅର ଛାଞ୍ଚ ରେ ଢ଼ାଳିଲେ। ସୁକ୍କୋତ ଓ ସ ରଦୋ ସହରର ମଧ୍ଯବର୍ତ୍ତୀ ୟର୍ଦ୍ଦନ ଉପତ୍ୟକା ରେ ଏହି ଛାଞ୍ଚଗୁଡ଼ିକ ତିଆରି ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜା ଯର୍ଦ୍ଦନ-ପଦାରେ ସୁକ୍କୋତ୍ ଓ ସରେଦା ମଧ୍ୟସ୍ଥିତ ଚିକ୍କଣ ଭୂମିରେ ତାହାସବୁ ଢଳାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଶଲୋମନ ଏହିସବୁ ବସ୍ତୁକୁ ମାଟି କାଦୁଅର ଛାଞ୍ଚରେ ଢାଳିଲେ। ସୁ‌କ୍‌କୋତ ଓ ସରେଦା ସହରର ମଧ୍ୟବର୍ତ୍ତୀ ଯର୍ଦ୍ଦନ ଉପତ୍ୟକାରେ ଏହି ଛାଞ୍ଚଗୁଡ଼ିକ ତିଆରି ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜା ଯର୍ଦ୍ଦନ-ପଦାରେ ସୁକ୍କୋତ ଓ ସରେଦା ମଧ୍ୟସ୍ଥିତ ଚିକ୍କଣ ଭୂମିରେ ତାହାସବୁ ଢଳାଇଲେ।
Odia IRV 2017 (ଓଡିଆ ବାଇବେଲ)
ରାଜା ଯର୍ଦ୍ଦନ-ପଦାରେ ସୁକ୍‍କୋତ ଓ ସରେଦା ମଧ୍ୟସ୍ଥିତ ଚିକ୍‍କଣ ଭୂମିରେ ତାହାସବୁ ଢଳାଇଲେ।