2 Chronicles 4:18 — Compare Translations
5 translations compared side by side
Odia - 1840
"ଶଲୋମନ ଏହିପରି ଅନକେ ଜିନିଷ ଏତେ ପରିମାଣ ରେ ତିଆରି କରିଥିଲେ ଯେ ଏଥି ରେ ବ୍ଯବହୃତ ପିତ୍ତଳର ଓଜନ ମାପିବା ପାଇଁ କହେି ଚେଷ୍ଟା କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ଶଲୋମନ ଅତି ବହୁଳ ରୂପେ ଏହିସବୁ ପାତ୍ର ନିର୍ମାଣ କଲେ; ପିତ୍ତଳର ପରିମାଣ ଜଣାଯାଇ ପାରିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ଏହିପରି ଅନେକ ଜିନିଷ ଏତେ ପରିମାଣରେ ତିଆରି କରିଥିଲେ ଯେ ଏଥିରେ ବ୍ୟବହୃତ ପିତ୍ତଳର ଓଜନ ମାପିବା ପାଇଁ କେହି ଚେଷ୍ଟା କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ଶଲୋମନ ଅତି ବହୁଳ ରୂପେ ଏହିସବୁ ପାତ୍ର ନିର୍ମାଣ କଲେ; ପିତ୍ତଳର ପରିମାଣ ଜଣାଯାଇ ପାରିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ଶଲୋମନ ଅତି ବହୁଳ ରୂପେ ଏହିସବୁ ପାତ୍ର ନିର୍ମାଣ କଲେ; ପିତ୍ତଳର ପରିମାଣ ଜଣାଯାଇ ପାରିଲା ନାହିଁ।