2 Chronicles 4:19 — Compare Translations

5 translations compared side by side

Odia - 1840
"ଶଲୋମନ ପରମେଶ୍ବରଙ୍କ ମନ୍ଦିର ରେ ବ୍ଯବହାର ନିମନ୍ତେ ସବୁପାତ୍ର ତିଆରି କରିଥିଲେ। ଶଲୋମନ ଏକ ସ୍ବର୍ଣ୍ଣ ୟଜ୍ଞବଦେୀ ନିର୍ମାଣ କଲେ। ଉପସ୍ଥିତ ରୋଟୀକୁ ଅର୍ପଣ କରିବା ନିମନ୍ତେ ଏକ ମଜେ ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶଲୋମନ ପରମେଶ୍ଵରଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ, ମଧ୍ୟ ସ୍ଵର୍ଣ୍ଣମୟ ଯଜ୍ଞବେଦି ଓ ଦର୍ଶନୀୟ ରୋଟୀ ରଖିବାର ମେଜ;
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ପରମେଶ୍ୱରଙ୍କ ମନ୍ଦିରରେ ବ୍ୟବହାର ନିମନ୍ତେ ସବୁପାତ୍ର ତିଆରି କରିଥିଲେ। ଶଲୋମନ ଏକ ସ୍ୱର୍ଣ୍ଣ ଯଜ୍ଞବେଦି ନିର୍ମାଣ କଲେ। ଉପସ୍ଥିତ ରୋଟୀକୁ ଅର୍ପଣ କରିବା ନିମନ୍ତେ ଏକ ମେଜ ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଶଲୋମନ ପରମେଶ୍ୱରଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ, ମଧ୍ୟ ସ୍ୱର୍ଣ୍ଣମୟ ଯଜ୍ଞବେଦି ଓ ଦର୍ଶନୀୟ ରୁଟି ରଖିବାର ମେଜ;
Odia IRV 2017 (ଓଡିଆ ବାଇବେଲ)
ପୁଣି ଶଲୋମନ ପରମେଶ୍ୱରଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ, ମଧ୍ୟ ସ୍ୱର୍ଣ୍ଣମୟ ଯଜ୍ଞବେଦି ଓ ଦର୍ଶନୀୟ ରୁଟି ରଖିବାର ମେଜ;