2 Chronicles 4:20 — Compare Translations

5 translations compared side by side

Odia - 1840
"ଶଲୋମନ ଦୀପ ଓ ଦୀପବଳୀ ସବୁ ଶୁଦ୍ଧ ସୁନା ରେ ତିଆରି କରାଇଲେ। ମନ୍ଦିର ଭିତ ରେ ଥିବା ମହାପବିତ୍ର ସ୍ଥଳର ସମ୍ମୁଖ ରେ ନିଯମାନୁୟାଯୀ ଜ଼ଳାୟିବା ନିମନ୍ତେ ଦୀପଗୁଡ଼ିକ ରଖାୟାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ବିଧିମତେ ଗର୍ଭାଗାର ସମ୍ମୁଖରେ ଜ୍ଵଳାଇବା ନିମନ୍ତେ ନିର୍ମଳ ସ୍ଵର୍ଣ୍ଣମୟ ଦୀପବୃକ୍ଷ ଓ ତହିଁର ପ୍ରଦୀପସକଳ ଯାତ୍ରା. ୨୭:୨୦,୨୧
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ଦୀପ ଓ ଦୀପଦାନୀ ସବୁ ଶୁଦ୍ଧ ସୁନାରେ ତିଆରି କରାଇଲେ। ମନ୍ଦିର ଭିତରେ ଥିବା ମହାପବିତ୍ର ସ୍ଥଳର ସମ୍ମୁଖରେ ନିୟମାନୁଯାୟୀ ଜଳାଯିବା ନିମନ୍ତେ ଦୀପଗୁଡ଼ିକ ରଖାଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ବିଧିମତେ ଗର୍ଭାଗାର ସମ୍ମୁଖରେ ଜ୍ୱଳାଇବା ନିମନ୍ତେ ନିର୍ମଳ ସ୍ୱର୍ଣ୍ଣମୟ ଦୀପବୃକ୍ଷ ଓ ତହିଁର ପ୍ରଦୀପସକଳ
Odia IRV 2017 (ଓଡିଆ ବାଇବେଲ)
ଆଉ ବିଧିମତେ ଗର୍ଭାଗାର ସମ୍ମୁଖରେ ଜ୍ୱଳାଇବା ନିମନ୍ତେ ନିର୍ମଳ ସ୍ୱର୍ଣ୍ଣମୟ ଦୀପବୃକ୍ଷ ଓ ତହିଁର ପ୍ରଦୀପସକଳ