2 Chronicles 4:21 — Compare Translations

5 translations compared side by side

Odia - 1840
"ପୁଷ୍ପ, ଦୀପ ଓ ଚିମୁଟାସବୁ ନିର୍ମାଣ କରିବା ନିମନ୍ତେ ଶଲୋମନ ଶୁଦ୍ଧସୁନା ବ୍ଯବହାର କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ସ୍ଵର୍ଣ୍ଣମୟ ପୁଷ୍ପ ଓ ପ୍ରଦୀପ ଓ ଚିମୁଟାସବୁ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ପୁଷ୍ପ, ଦୀପ ଓ ଚିମୁଟାସବୁ ନିର୍ମାଣ କରିବା ନିମନ୍ତେ ଶଲୋମନ ଶୁଦ୍ଧସୁନା ବ୍ୟବହାର କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ସ୍ୱର୍ଣ୍ଣମୟ ପୁଷ୍ପ, ପ୍ରଦୀପ ଓ ଚିମୁଟାସବୁ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କଲେ;
Odia IRV 2017 (ଓଡିଆ ବାଇବେଲ)
ଓ ସ୍ୱର୍ଣ୍ଣମୟ ପୁଷ୍ପ, ପ୍ରଦୀପ ଓ ଚିମୁଟାସବୁ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କଲେ;