2 Chronicles 4:22 — Compare Translations

5 translations compared side by side

Odia - 1840
"ଆଉ କତୁରୀ, କୁଣ୍ଡ, ପାତ୍ର ଏବଂ ଧୂପଦାନୀସବୁ ଶଲୋମନ ଶୁଦ୍ଧ ସୁନା ରେ ତିଆରି କଲେ। ମନ୍ଦିରର ଦ୍ବାରସବୁ, ମହାପବିତ୍ର ସ୍ଥଳର ଭିତର ଦ୍ବାରସବୁ ଏବଂ ମୁଖ୍ଯ ଗୃହର ଦ୍ବାରସବୁ ଶଲୋମନ ସୁନା ରେ ତିଆରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କତୁରୀ ଓ କୁଣ୍ତ ଓ ଚମସ ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ; ପୁଣି ଗୃହର ପ୍ରବେଶାର୍ଥକ ମହାପବିତ୍ର ସ୍ଥାନର ଭିତର ଦ୍ଵାର ଓ ଗୃହର, ଅର୍ଥାତ୍, ମନ୍ଦିରର ଦ୍ଵାରସବୁ ସୁବର୍ଣ୍ଣର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ କତୁରୀ, କୁଣ୍ଡ, ପାତ୍ର ଏବଂ ଧୂପଦାନୀସବୁ ଶଲୋମନ ଶୁଦ୍ଧ ସୁନାରେ ତିଆରି କଲେ। ମନ୍ଦିରର ଦ୍ୱାରସବୁ, ମହାପବିତ୍ର ସ୍ଥଳର ଭିତର ଦ୍ୱାରସବୁ ଏବଂ ମୁଖ୍ୟ ଗୃହର ଦ୍ୱାରସବୁ ଶଲୋମନ ସୁନାରେ ତିଆରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କତୁରୀ ଓ କୁଣ୍ଡ ଓ ଚାମଚ ଓ ଅଙ୍ଗାରଧାନୀଗୁଡ଼ିକ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ; ପୁଣି ଗୃହର ପ୍ରବେଶାର୍ଥକ ମହାପବିତ୍ର ସ୍ଥାନର ଭିତର ଦ୍ୱାର ଓ ଗୃହର, ଅର୍ଥାତ୍‍, ମନ୍ଦିରର ଦ୍ୱାରସବୁ ସୁବର୍ଣ୍ଣର ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ କତୁରୀ ଓ କୁଣ୍ଡ ଓ ଚାମଚ ଓ ଅଙ୍ଗାରଧାନୀଗୁଡିକ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ; ପୁଣି ଗୃହର ପ୍ରବେଶାର୍ଥକ ମହାପବିତ୍ର ସ୍ଥାନର ଭିତର ଦ୍ୱାର ଓ ଗୃହର, ଅର୍ଥାତ୍‍, ମନ୍ଦିରର ଦ୍ୱାରସବୁ ସୁବର୍ଣ୍ଣର ଥିଲା।