2 Chronicles 4:5 — Compare Translations
5 translations compared side by side
Odia - 1840
"ଏହି ବୃହତ୍ ପିତ୍ତଳ କୁଣ୍ଡଟି 3,000 ମହଣ ମାଟଇେେ ବିଶିଷ୍ଟ ଥିଲା। ବୃହତ୍ କୁଣ୍ଡର ଧାରଗୁଡ଼ିକ କପର ଧାରପରି ଥିଲା। ତାହାର ଧାର କଇଁ ଫୁଲଭଳି ଦଖାଯାେଉଥିଲା। ଏହା ଅଣସ୍ତରି କିଲୋଲିଟର ପାଣି ଧରି ରଖିପାରୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ପାତ୍ର ଚାରି ଅଙ୍ଗୁଳି ମୋଟ; ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ; ଶୋଷଣ-ପୁଷ୍ପ ତୁଲ୍ୟ ଥିଲା; ତାହା ତିନି ହଜାର ମହଣ ଧରିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ବୃହତ୍ ପିତ୍ତଳ କୁଣ୍ଡଟି 3000 ମହଣ ମୋଟେଇ ବିଶିଷ୍ଟ ଥିଲା। ବୃହତ୍ କୁଣ୍ଡର ଧାରଗୁଡ଼ିକ କପର ଧାରପରି ଥିଲା। ତାହାର ଧାର କଇଁ ଫୁଲଭଳି ଦେଖାଯାଉଥିଲା। ଏହା ଅଣସ୍ତରି କିଲୋଲିଟର ପାଣି ଧରି ରଖିପାରୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପାତ୍ର ଚାରି ଅଙ୍ଗୁଳି ମୋଟ; ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ; କଇଁଫୁଲ ତୁଲ୍ୟ ଥିଲା; ତାହା ତିନି ହଜାର ମହଣ ଧରିଲା।
Odia IRV 2017 (ଓଡିଆ ବାଇବେଲ)
ସେହି ପାତ୍ର ଚାରି ଅଙ୍ଗୁଳି ମୋଟ; ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ; କଇଁଫୁଲ ତୁଲ୍ୟ ଥିଲା; ତାହା ତିନି ହଜାର ମହଣ ଧରିଲା।