2 Chronicles 4:7 — Compare Translations
5 translations compared side by side
Odia - 1840
"ସମାନଙ୍କେର ନିର୍ଦ୍ଦେଶଗୁଡ଼ିକୁ ଅନୁସରଣ କରି ଶଲୋମନ ସୁନାର ଦଶଟି ବତୀଦଣ୍ଡ ନିର୍ମାଣ କଲେ। ସହେି ବତୀଦଣ୍ଡଗୁଡ଼ିକ ମନ୍ଦିର ରେ ଖଞ୍ଜାଗଲା। ପ୍ରେତ୍ୟକକ ଦକ୍ଷିଣ ଓ ବାମ ପାଶର୍ବ ରେ ପାଞ୍ଚଟି ବତୀଦଣ୍ଡ ଖଞ୍ଜା ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଦୀପବୃକ୍ଷ ବିଷୟକ ବିଧାନାନୁସାରେ ଦଶ ସୁବର୍ଣ୍ଣମୟ ଦୀପବୃକ୍ଷ ନିର୍ମାଣ କଲେ; ଆଉ ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ମନ୍ଦିରରେ ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ନିର୍ଦ୍ଦେଶଗୁଡ଼ିକୁ ଅନୁସରଣ କରି ଶଲୋମନ ସୁନାର ଦଶ ଗୋଟି ବତୀଦଣ୍ଡ ନିର୍ମାଣ କଲେ। ସେହି ବତୀଦଣ୍ଡଗୁଡ଼ିକ ମନ୍ଦିରରେ ଖଞ୍ଜାଗଲା। ପ୍ରତ୍ୟେକ ଦକ୍ଷିଣ ଓ ବାମ ପାର୍ଶ୍ୱରେ ପାଞ୍ଚୋଟି ବତୀଦଣ୍ଡ ଖଞ୍ଜା ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଦୀପବୃକ୍ଷ ବିଷୟକ ବିଧାନାନୁସାରେ ଦଶ ସୁବର୍ଣ୍ଣମୟ ଦୀପବୃକ୍ଷ ନିର୍ମାଣ କଲେ; ଆଉ ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ମନ୍ଦିରରେ ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଦୀପବୃକ୍ଷ ବିଷୟକ ବିଧାନାନୁସାରେ ଦଶ ସୁବର୍ଣ୍ଣମୟ ଦୀପବୃକ୍ଷ ନିର୍ମାଣ କଲେ; ଆଉ ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ମନ୍ଦିରରେ ସ୍ଥାପନ କଲେ।