2 Chronicles 4:8 — Compare Translations
5 translations compared side by side
Odia - 1840
"ଶଲୋମନ ଦଶଟି ମଜେ ତିଆରି କରି ମନ୍ଦିର ରେ ରଖିଲେ। ମନ୍ଦିରର ଉଭୟ ଦକ୍ଷିଣ ଓ ବାମ ପାଶର୍ବ ରେ ପାଞ୍ଚଟି କରି ମଜେ ରଖାଗଲା। ଆଉ 100ଟି େଛାଟ ପ୍ରକ୍ଷାଳନ ପାତ୍ର ତିଆରି କରିବା ନିମନ୍ତେ ଶଲୋମନ ସୁନା ବ୍ଯବହାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେ ଦଶ ମେଜ ନିର୍ମାଣ କରି ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ମନ୍ଦିରରେ ରଖିଲେ । ଆଉ, ସେ ଏକ ଶତ ସୁବର୍ଣ୍ଣ କୁଣ୍ତ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ଦଶ ଗୋଟି ମେଜ ତିଆରି କରି ମନ୍ଦିରରେ ରଖିଲେ। ମନ୍ଦିରର ଉଭୟ ଦକ୍ଷିଣ ଓ ବାମ ପାର୍ଶ୍ୱରେ ପାଞ୍ଚୋଟି କରି ମେଜ ରଖାଗଲା। ଆଉ 100ଟି ଛୋଟ ପ୍ରକ୍ଷାଳନ ପାତ୍ର ତିଆରି କରିବା ନିମନ୍ତେ ଶଲୋମନ ସୁନା ବ୍ୟବହାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେ ଦଶ ମେଜ ନିର୍ମାଣ କରି ମନ୍ଦିରର ଦକ୍ଷିଣ ଭାଗରେ ପାଞ୍ଚୋଟି ଓ ବାମ ଭାଗରେ ପାଞ୍ଚୋଟି ରଖିଲେ। ପୁଣି, ସେ ଏକ ଶତ ସୁବର୍ଣ୍ଣ କୁଣ୍ଡ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ସେ ଦଶ ମେଜ ନିର୍ମାଣ କରି ମନ୍ଦିରର ଦକ୍ଷିଣ ଭାଗରେ ପାଞ୍ଚୋଟି ଓ ବାମ ଭାଗରେ ପାଞ୍ଚୋଟି ରଖିଲେ। ପୁଣି, ସେ ଏକ ଶତ ସୁବର୍ଣ୍ଣ କୁଣ୍ଡ ନିର୍ମାଣ କଲେ।