2 Chronicles 4:9 — Compare Translations
5 translations compared side by side
Odia - 1840
"ଶଲୋମନ ଯାଜକମାନଙ୍କ ପାଇଁ ବୃହତ୍ ପ୍ରାଙ୍ଗଣ ନିର୍ମାଣ କଲେ। ସେ ବୃହତ୍ ପ୍ରାଙ୍ଗଣ ନିମନ୍ତେ ଦ୍ବାର ନିର୍ମାଣ କଲେ ଏବଂ ସଗେୁଡ଼ିକୁ ପିତ୍ତଳ ରେ ଆଚ୍ଛାଦନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେ ଯାଜକମାନଙ୍କର ପ୍ରାଙ୍ଗଣ ଓ ବୃହତ ପ୍ରାଙ୍ଗଣ ଓ ପ୍ରାଙ୍ଗଣ-ଦ୍ଵାର ନିର୍ମାଣ କଲେ, ଆଉ ତହିଁର କବାଟସବୁ ପିତ୍ତଳରେ ମଡ଼ାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ଯାଜକମାନଙ୍କ ପାଇଁ ବୃହତ୍ ପ୍ରାଙ୍ଗଣ ନିର୍ମାଣ କଲେ। ସେ ବୃହତ୍ ପ୍ରାଙ୍ଗଣ ନିମନ୍ତେ ଦ୍ୱାର ନିର୍ମାଣ କଲେ ଏବଂ ସେଗୁଡ଼ିକୁ ପିତ୍ତଳରେ ଆଚ୍ଛାଦନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେ ଯାଜକମାନଙ୍କର ପ୍ରାଙ୍ଗଣ ଓ ବୃହତ ପ୍ରାଙ୍ଗଣ ଓ ପ୍ରାଙ୍ଗଣ-ଦ୍ୱାର ନିର୍ମାଣ କଲେ, ଆଉ ତହିଁର କବାଟସବୁ ପିତ୍ତଳରେ ମଡ଼ାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ସେ ଯାଜକମାନଙ୍କର ପ୍ରାଙ୍ଗଣ ଓ ବୃହତ୍ ପ୍ରାଙ୍ଗଣ ଓ ପ୍ରାଙ୍ଗଣ-ଦ୍ୱାର ନିର୍ମାଣ କଲେ, ଆଉ ତହିଁର କବାଟସବୁ ପିତ୍ତଳରେ ମଡ଼ାଇଲେ।