2 Chronicles 5:1 — Compare Translations

5 translations compared side by side

Odia - 1840
"ଏହାପରେ ଶଲୋମନଙ୍କ ଦ୍ବାରା ମନ୍ଦିର ନିର୍ମାଣ କାର୍ୟ୍ଯ ସମାପ୍ତ ହେଲା। ଶଲୋମନଙ୍କ ବାପା ଦାଉଦ ମନ୍ଦିର ନିମନ୍ତେ ଆଣିଥିବା ପ୍ରେତ୍ୟକକ ବିଷଯ ସେ ବ୍ଯବହାର କଲେ। ପ୍ରେତ୍ୟକକ ଆସବାବପତ୍ର ଏବଂ ରୂପା ଓ ସୁନା ରେ ନିର୍ମିତ ପ୍ରେତ୍ୟକକ ବସ୍ତ୍ର ଶଲୋମନ ଆଣିଲେ। ଏହି ସମସ୍ତ ଜିନିଷ ଶଲୋମନ ଆଣି ପରମେଶ୍ବରଙ୍କ ମନ୍ଦିରର ଭଣ୍ଡାର ଗୃହ ରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କର କୃତ ସମସ୍ତ କାର୍ଯ୍ୟ ସମାପ୍ତ ହେଲା । ପୁଣି ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ଦ୍ରବ୍ୟସବୁ, ଅର୍ଥାତ୍, ରୂପା ଓ ସୁନା ଓ ସମସ୍ତ ସାମଗ୍ରୀ ଭିତରକୁ ଆଣି ପରମେଶ୍ଵରଙ୍କ ଗୃହର ଭଣ୍ତାରରେ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଶଲୋମନଙ୍କ ଦ୍ୱାରା ମନ୍ଦିର ନିର୍ମାଣ କାର୍ଯ୍ୟ ସମାପ୍ତ ହେଲା। ଶଲୋମନଙ୍କ ବାପା ଦାଉଦ ମନ୍ଦିର ନିମନ୍ତେ ଆଣିଥିବା ପ୍ରତ୍ୟେକ ବିଷୟ ସେ ବ୍ୟବହାର କଲେ। ପ୍ରତ୍ୟେକ ଆସବାବପତ୍ର ଏବଂ ରୂପା ଓ ସୁନାରେ ନିର୍ମିତ ପ୍ରତ୍ୟେକ ବସ୍ତ୍ର ଶଲୋମନ ଆଣିଲେ। ଏହି ସମସ୍ତ ଜିନିଷ ଶଲୋମନ ଆଣି ପରମେଶ୍ୱରଙ୍କ ମନ୍ଦିରର ଭଣ୍ଡାର ଗୃହରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କର କୃତ ସମସ୍ତ କାର୍ଯ୍ୟ ସମାପ୍ତ ହେଲା। ପୁଣି ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ଦ୍ରବ୍ୟସବୁ, ଅର୍ଥାତ୍‍, ରୂପା, ସୁନା ଓ ସମସ୍ତ ସାମଗ୍ରୀ ଭିତରକୁ ଆଣି ପରମେଶ୍ୱରଙ୍କ ଗୃହର ଭଣ୍ଡାରରେ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କର କୃତ ସମସ୍ତ କାର୍ଯ୍ୟ ସମାପ୍ତ ହେଲା। ପୁଣି ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ଦ୍ରବ୍ୟସବୁ, ଅର୍ଥାତ୍‍, ରୂପା, ସୁନା ଓ ସମସ୍ତ ସାମଗ୍ରୀ ଭିତରକୁ ଆଣି ପରମେଶ୍ୱରଙ୍କ ଗୃହର ଭଣ୍ଡାରରେ ରଖିଲେ।