2 Chronicles 5:11 — Compare Translations
5 translations compared side by side
Odia - 1840
"ସମସ୍ତ ଯାଜକଗଣ ସମାନଙ୍କେର ବିଶଷେ ଦଳଗୁଡ଼ିକୁ ଖାତିର ନ କରି ନିଜକୁ ଶୁଚି କଲେ। ଯେତବେେଳେ ସମାନେେ ପବିତ୍ର ସ୍ଥାନରୁ ବାହାରି ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉପସ୍ଥିତ ଯାଜକ ସମସ୍ତେ ଆପଣାମାନଙ୍କୁ ପବିତ୍ର କରିଥିଲେ ଓ ଆପଣା ଆପଣା ପାଳିର କର୍ମ କରୁ ନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଯାଜକଗଣ ସେମାନଙ୍କର ବିଶେଷ ଦଳଗୁଡ଼ିକୁ ଖାତିରି ନ କରି ନିଜକୁ ଶୁଚି କଲେ। ଯେତେବେଳେ ସେମାନେ ପବିତ୍ର ସ୍ଥାନରୁ ବାହାରି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉପସ୍ଥିତ ଯାଜକ ସମସ୍ତେ ଆପଣାମାନଙ୍କୁ ପବିତ୍ର କରିଥିଲେ ଓ ଆପଣା ଆପଣା ପାଳିର କର୍ମ କରୁ ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଉପସ୍ଥିତ ଯାଜକ ସମସ୍ତେ ଆପଣାମାନଙ୍କୁ ପବିତ୍ର କରିଥିଲେ ଓ ଆପଣା ଆପଣା ପାଳିର କର୍ମ କରୁ ନ ଥିଲେ।