2 Chronicles 5:12 — Compare Translations

5 translations compared side by side

Odia - 1840
"ଲବେୀୟ ଗାଯକମାନେ ୟଜ୍ଞବଦେୀର ପୂର୍ବପଟେ ଠିଆ ହେଲେ। ଆସଫ୍, ହମେନ୍ ଓ ୟିଦୂଥୂନ୍ଙ୍କ ଗାଯକଦଳର ପ୍ରେତ୍ୟକକ ସଠାେରେ ଥିଲେ। ଆଉ ସମାନଙ୍କେର ପୁତ୍ରଗଣ ଓ ଭ୍ରତାଗଣ ମଧ୍ଯ ସଠାେରେ ଥିଲେ। ସହେି ଲବେୀୟ ଗାଯକମାନେ ଶୁଭ୍ର କାର୍ପାସ ବସ୍ତ୍ର ପିନ୍ଧିଥିଲେ। ସମାନଙ୍କେ ନିକଟରେ ଗିନି, ସାରଙ୍ଗ ଓ ବୀଣାୟନ୍ତ୍ର ଥିଲା। ସହେି ଲବେୀୟ ଗାଯକମାନଙ୍କ ନିକଟରେ 120 ଜଣ ଯାଜକ ଥିଲେ। ସହେି 120 ଜଣ ଯାଜକ ତୂରୀ ବଜାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ଲେବୀୟ ଗାୟକ ସମସ୍ତେ, ଅର୍ଥାତ୍, ଆସଫ, ହେମନ୍, ଯିଦୂଥୂନ୍ ଓ ସେମାନଙ୍କ ପୁତ୍ର ଓ ଭାତ୍ରୁଗଣ କ୍ଷୌମବସ୍ତ୍ର ପିନ୍ଧି କରତାଳ ଓ ନେବଲ ଓ ବୀଣା ଧରି ଯଜ୍ଞବେଦିର ପୂର୍ବ ଦିଗରେ ଠିଆ ହୋଇଥିଲେ ଓ ସେମାନଙ୍କ ସଙ୍ଗେ ତୂରୀବାଦକ ଏକ ଶହ କୋଡ଼ିଏ ଜଣ ଯାଜକ ଥିଲେ; ତହୁଁ ଯାଜକମାନେ ପବିତ୍ର ସ୍ଥାନରୁ ବାହାର ହୋଇ ଆସନ୍ତେ,
Odia Bible ERV 2004 (ପବିତ୍ର ବାଇବଲ)
ଲେବୀୟ ଗାୟକମାନେ ଯଜ୍ଞବେଦିର ପୂର୍ବପଟେ ଠିଆ ହେଲେ। ଆସଫ୍, ହେମନ୍ ଓ ଯିଦୂଥୂ‌ନଙ୍କ ଗାୟକଦଳର ପ୍ରତ୍ୟେକ ସେଠାରେ ଥିଲେ। ଆଉ ସେମାନଙ୍କର ପୁତ୍ରଗଣ ଓ ଭ୍ରାତାଗଣ ମଧ୍ୟ ସେଠାରେ ଥିଲେ। ସେହି ଲେବୀୟ ଗାୟକମାନେ ଶୁଭ୍ର କାର୍ପାସ ବସ୍ତ୍ର ପିନ୍ଧିଥିଲେ। ସେମାନଙ୍କ ନିକଟରେ ଗିନି, ସାରଙ୍ଗ ଓ ବୀଣାଯନ୍ତ୍ର ଥିଲା। ସେହି ଲେବୀୟ ଗାୟକମାନଙ୍କ ନିକଟରେ 120 ଜଣ ଯାଜକ ଥିଲେ। ସେହି 120 ଜଣ ଯାଜକ ତୂରୀ ବଜାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ଲେବୀୟ ଗାୟକ ସମସ୍ତେ, ଅର୍ଥାତ୍‍, ଆସଫ, ହେମନ, ଯିଦୂଥୂନ୍‍ ଓ ସେମାନଙ୍କ ପୁତ୍ର ଓ ଭାଇଗଣ କ୍ଷୌମବସ୍ତ୍ର ପିନ୍ଧି କରତାଳ ଓ ନେବଲ ଓ ବୀଣା ଧରି ଯଜ୍ଞବେଦିର ପୂର୍ବ ଦିଗରେ ଠିଆ ହୋଇଥିଲେ ଓ ସେମାନଙ୍କ ସଙ୍ଗେ ତୂରୀବାଦକ ଏକ ଶହ କୋଡ଼ିଏ ଜଣ ଯାଜକ ଥିଲେ; ତହୁଁ ଯାଜକମାନେ ପବିତ୍ର ସ୍ଥାନରୁ ବାହାର ହୋଇ ଆସନ୍ତେ,
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ଲେବୀୟ ଗାୟକ ସମସ୍ତେ, ଅର୍ଥାତ୍‍, ଆସଫ, ହେମନ, ଯିଦୂଥୂନ୍‍ ଓ ସେମାନଙ୍କ ପୁତ୍ର ଓ ଭାତ୍ରୁଗଣ କ୍ଷୌମବସ୍ତ୍ର ପିନ୍ଧି କରତାଳ ଓ ନେବଲ ଓ ବୀଣା ଧରି ଯଜ୍ଞବେଦିର ପୂର୍ବ ଦିଗରେ ଠିଆ ହୋଇଥିଲେ ଓ ସେମାନଙ୍କ ସଙ୍ଗେ ତୂରୀବାଦକ ଏକ ଶହ କୋଡ଼ିଏ ଜଣ ଯାଜକ ଥିଲେ; ତହୁଁ ଯାଜକମାନେ ପବିତ୍ର ସ୍ଥାନରୁ ବାହାର ହୋଇ ଆସନ୍ତେ,