2 Chronicles 5:14 — Compare Translations
5 translations compared side by side
Odia - 1840
"ସହେି ମେଘ ହତେୁ ଯାଜକମାନେ ସମାନଙ୍କେର ସବୋ ଜାରି ରଖିପାରିଲେ ନାହିଁ। କାରଣ, ସଦାପ୍ରଭୁଙ୍କ ମହିମା ପରମେଶ୍ବରଙ୍କ ମନ୍ଦିରକୁ ପୂର୍ଣ୍ଣ କରିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ, ଯାଜକମାନେ ସେହି ମେଘ ସକାଶୁ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ ସଦାପ୍ରଭୁଙ୍କ ପ୍ରତାପ ସଦାପ୍ରଭୁଙ୍କ ଗୃହକୁ ପରିପୂର୍ଣ୍ଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ମେଘ ହେତୁ ଯାଜକମାନେ ସେମାନଙ୍କର ସେବା ଜାରି ରଖିପାରିଲେ ନାହିଁ। କାରଣ, ସଦାପ୍ରଭୁଙ୍କ ମହିମା ପରମେଶ୍ୱରଙ୍କ ମନ୍ଦିରକୁ ପୂର୍ଣ୍ଣ କରିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ, ଯାଜକମାନେ ସେହି ମେଘ ସକାଶୁ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ ସଦାପ୍ରଭୁଙ୍କ ପ୍ରତାପ ପରମେଶ୍ୱରଙ୍କ ଗୃହକୁ ପରିପୂର୍ଣ୍ଣ କଲା।
Odia IRV 2017 (ଓଡିଆ ବାଇବେଲ)
ଯେ, ଯାଜକମାନେ ସେହି ମେଘ ସକାଶୁ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ ସଦାପ୍ରଭୁଙ୍କ ପ୍ରତାପ ପରମେଶ୍ୱରଙ୍କ ଗୃହକୁ ପରିପୂର୍ଣ୍ଣ କଲା।