2 Chronicles 5:2 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ସମସ୍ତ ପ୍ରାଚୀନ ଏବଂ ପ୍ରେତ୍ୟକକ ପରିବାରବର୍ଗର ମୁଖିଆମାନଙ୍କୁ ୟିରୁଶାଲମ ରେ ସମ୍ମିଳିତ ହବୋ ନିମନ୍ତେ ଶଲୋମନ ଆଜ୍ଞା ଦେଲେ। ଏହି ଲୋକମାନେ ଇଶ୍ରାୟେଲର ପରିବାରଗୁଡ଼ିକର ମୁଖିଆ ଥିଲେ। ସଦାପ୍ରଭୁଙ୍କର ନିଯମ-ସିନ୍ଦୁକ ସିୟୋନ ବାହାରକୁ ଦାଉଦଙ୍କର ନଗରକୁ ଆଣିବା ନିମନ୍ତେ ଶଲୋମନ ଏପରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶୀୟ ପ୍ରଧାନ ସମସ୍ତଙ୍କୁ, ଇସ୍ରାଏଲ-ସନ୍ତାନଗଣର ପିତୃବଂଶାଧିପତିମାନଙ୍କୁ ଯିରୂଶାଲମରେ ଏକତ୍ର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ର ସିନ୍ଦୁକକୁ ମନ୍ଦିର ଭିତରକୁ ନିଆଗଲା ଇସ୍ରାଏଲର ସମସ୍ତ ପ୍ରାଚୀନ ଏବଂ ପ୍ରତ୍ୟେକ ପରିବାରବର୍ଗର ମୁଖିଆମାନଙ୍କୁ ଯିରୁଶାଲମରେ ସମ୍ମିଳିତ ହେବା ନିମନ୍ତେ ଶଲୋମନ ଆଜ୍ଞା ଦେଲେ। ଏହି ଲୋକମାନେ ଇସ୍ରାଏଲର ପରିବାରଗୁଡ଼ିକର ମୁଖିଆ ଥିଲେ। ସଦାପ୍ରଭୁଙ୍କର ନିୟମ-ସିନ୍ଦୁକ ସିୟୋନ ବାହାରକୁ ଦାଉଦଙ୍କର ନଗରକୁ ଆଣିବା ନିମନ୍ତେ ଶଲୋମନ ଏପରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶୀୟ ପ୍ରଧାନ ସମସ୍ତଙ୍କୁ, ଇସ୍ରାଏଲ-ସନ୍ତାନଗଣର ପିତୃବଂଶାଧିପତିମାନଙ୍କୁ ଯିରୂଶାଲମରେ ଏକତ୍ର କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶୀୟ ପ୍ରଧାନ ସମସ୍ତଙ୍କୁ, ଇସ୍ରାଏଲ ସନ୍ତାନଗଣର ପିତୃବଂଶାଧିପତିମାନଙ୍କୁ ଯିରୂଶାଲମରେ ଏକତ୍ର କଲେ।